ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଏହି ସେବା

ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ  । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି ।…

ଅହମଦାବାଦ ବିମାନ ଦୁର୍ଘଟଣା: ଦୁର୍ଘଟଣାସ୍ଥଳରୁ ମିଳିଲା ସୁନା

ଗାନ୍ଧୀନଗର: ଗୁରୁବାର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମଲାଇନର୍ ବିମାନ (ଉଡ଼ାଣ ନମ୍ବର ଏଆଇ ୧୭୧) ଦୁର୍ଘଟଣାଗ୍ରସ୍ତ ହୋଇଥିିଲା। ବିମାନରେ ମୋଟ ୨୪୨ଜଣ ଥିବା ବେଳେ ମାତ୍ର ଜଣେ ହିଁ ବଞ୍ଚିପାରିଥିଲେ। ଏହି ଦୁର୍ଘଟଣା ସାରା ଦେଶକୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ…

ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା

ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ ।…

ଆମେରିକାରେ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧ

ଓ୍ବାସିଂଟନ : ଆମେରିକା ଯାଇଥିବା ପାକିସ୍ତାନର ସେନା ମୁଖ୍ୟ ଫିଲଡ୍ ମାର୍ସାଲ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ମୁନିରଙ୍କୁ 'ପାକିସ୍ତାନୀଙ୍କ ହତ୍ୟାକାରୀ', 'ଇସଲାମାବାଦର ହତ୍ୟାକାରୀ', 'ଗଣହତ୍ୟାକାରୀ' ବୋଲି ବିକ୍ଷୋକ୍ଷକାରୀମାନେ ସ୍ଲୋଗାନ ଦେଇଥିଲେ । ମୁନିରଙ୍କ ବିରୋଧରେ ପ୍ରତିବାଦର…

ଇରାନ-ଇସ୍ରାଏଲ ଉତ୍ତେଜନା ଭିତରେ ଜି-୭ ବୈଠକ ଛାଡ଼ିଲେ ଟ୍ରମ୍ପ୍

ନୂଆଦିଲ୍ଲୀ: ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହଠାତ୍ ଜି-୭ ସମ୍ମିଳନୀକୁ ଅଧା ବାଟରେ ଛାଡିବାକୁ ଘୋଷଣା କରିଛନ୍ତି। ସେ ଏହି ଶିଖର ସମ୍ମିଳନୀର ଗୋଟିଏ ଦିନ ପୂର୍ବରୁ କାନାଡା ଛାଡି ୱାଶିଂଟନ୍ ଫେରିଆସିଛନ୍ତି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ତୀବ୍ର…

କଟକ ଷ୍ଟେସନ୍‌ ବଜାରର ବିଭିନ୍ନ ହୋଟେଲ୍‌ରେ ଚଢ଼ାଉ, ୨ଟି ହୋଟେଲ୍‌ ସିଲ୍‌

କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି…

ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ ।  ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।  ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଦିନ ସାଇପ୍ରସର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ମାକାରିଓସ୍ III’ ପ୍ରଦାନ କରାଯାଇଛି। ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି। ପୁରସ୍କାର ଗ୍ରହଣ…

ହଇଜା ବ୍ୟାପିବା ପରେ ରାଜଧାନୀର ହୋଟେଲ-ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ

ଭୁବନେଶ୍ୱର: ରାଜଧାନୀକୁ ହଇଜା ଭୟ। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଆକ୍ସନ ମୋଡରେ ବିଏମସି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ…