ପୁରୁଷବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୭ ଅଟକ

ଗୋପାଳପୁର: ଗୋପାଳପୁରରେ ଲଜ୍ଜା ! ଗୋପାଳପୁର ବେଳାଭୂମିକୁ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଜଣେ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଆଧାର ପୁଲିସ ଘଟଣାରେ ସମ୍ପୃକ୍ତ ୬/୭ ଯୁବକଙ୍କୁ ଥାନାରେ ଅଟକ…

ଯାଜପୁର ବରୀ, ବିଞ୍ଝାରପୁରରେ ୨ ସପ୍ତାହ ପାଇଁ ବନ୍ଦ ରହିବ ଢାବା ଓ ହୋଟେଲ୍

ଯାଜପୁରରେ ଚିନ୍ତା ବଢ଼ାଇଲାଣି ଡାଇରିଆ । ଦିନକରେ ୧୫ଜଣ ନୂଆ ରୋଗୀ ଚିହ୍ନଟ । ମୋଟ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାର ୮ଟି ବ୍ଲକରେ ୧୭୮୭ ଜଣ ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି । ଝାଡ଼ାବାନ୍ତି ପରେ…

ମଧ୍ୟପ୍ରାଚ୍ୟକୁ ମୁହାଁଇଲା ଆମେରିକୀୟ ଯୁଦ୍ଧ ଜାହାଜ, ଇସ୍ରାଏଲ-ଇରାନ ଯୁଦ୍ଧରେ ହୋଇପାରେ ସାମିଲ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଉଭୟ ଦେଶ ପରସ୍ପର ଉପରେ ଜୋରଦାର ଆକ୍ରମଣ ଚଳାଇଛନ୍ତି। ଇସ୍ରାଏଲ ଯୁଦ୍ଧରେ ଆମେରିକାର ସହଯୋଗ ଲୋଡିଛି। ତେବେ ଇରାନ ପାଶ୍ଚାତ୍ୟ ଦେଶ ବିଶେଷକରି ଆମେରିକା, ଫ୍ରାନ୍ସ ଓ ବ୍ରିଟେନକୁ ଚେତାବନୀ ଦେଇ…

ଜ୍ବରରେ ପୀଡିତ ଶ୍ରୀବିଗ୍ରହ; ଆଜିଠାରୁ ଚାରିଦିନ ଯାଏଁ ଓସୁଅ ଲାଗି

ପୁରୀ: ସ୍ନାନପୂର୍ଣ୍ଣମୀ ଦିନ ୧୦୮ ଗରା ସୁବାସିତ ଶୀତଳ ଜଳରେ ସ୍ନାନ କରିବା ପରେ ଏବେ ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାବେଳେ ଦଇତାପତି ସେବକମାନେ ଶ୍ରୀ ବିଗ୍ରହମାନଙ୍କର ସେବା ଶୁଶ୍ରୁଷା କରୁଛନ୍ତି । ଗତକାଲି ପଞ୍ଚମୀ ତିଥିରେ ଦଇତାପତି ସେବକ…

୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଷୋଡଶ ଜନଗଣନା

ନୂଆଦିଲ୍ଲୀ : ୨୦୨୭ ମାର୍ଚ୍ଚ ପହିଲାରୁ ଦେଶରେ ଷୋଡଶ ଜନଗଣନା ହେବ। ଦେଶରେ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୧ରୁ ପ୍ରଥମଥର ପାଇଁ ଜାତି ଜନଗଣନା ହେବ। ସମ୍ପୂର୍ଣ୍ଣ ଡିଜିଟାଲ ଜରିଆରେ ଗଣନା ହେବ। ଏ ନେଇ ମୋବାଇଲ୍ ଆପ୍ ପ୍ରସ୍ତୁତ କରାଯିବ।…

ଗାଧୋଇବା ବେଳେ ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡା : ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ପାନିଆଁଜୋରରେ ଅଘଟଣ ଘଟିଛି । ମହିଳା ଜଣକ ଗାଧୋଉଥିବାବେଳେ କୁମ୍ଭୀର ଟାଣିନେଇଥିଲା । ନିଖୋଜ ମହହିଳା ହେଲେ ତଅଁଳାଡିହା ଗାଁର କାଜଲ ମହାନ୍ତି । ମାଆକୁ…

ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ- ନେତାନ୍ୟାହୁ

ଇସ୍ରାଏଲ ଓ ଇରାନ ମଧ୍ୟରେ ଘମାସାନ ଯୁଦ୍ଧ ଜାରି ରହିଛି । ଇରାନ ଉପରେ ଇସ୍ରାଏଲ ଘନ ଘନ ଆକ୍ରମଣ କରୁଥିବା ବେଳେ ଇରାନ ବି ପ୍ରତିଜବାବ ଦେଉଛି । ଆଉ ଏହାରି ଭିତରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‍ ନେତାନ୍ୟାହୁ ଆଉ…

ଭଦ୍ରକରେ ବ୍ୟାପୁଛି ଝାଡ଼ାବାନ୍ତି; ହୋଟେଲ ଓ ଜଳଖିଆ ଦୋକାନରେ ଚଢ଼ଉ

ଭଦ୍ରକ: ଯାଜପୁର ଜିଲ୍ଲା ପରେ ଏବେ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ପରେ ଧାମନଗରରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି । ଏନେଇ ଭଦ୍ରକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଭଦ୍ରକ ସହରରେ ଆରମ୍ଭ ହୋଇଛି ଚଢ଼ାଉ । ଭଦ୍ରକ ଉପ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ…

ଇରାନରେ ଫସି ରହିଛନ୍ତି ଶହ ଶହ ଭାରତୀୟ ଛାତ୍ର

ତେହେରାନ: ଇରାନରେ ଇସ୍ରାଏଲର ବିମାନ ଆକ୍ରମଣ ମଧ୍ୟରେ ଶହ ଶହ ଭାରତୀୟ ଡାକ୍ତରୀ ଛାତ୍ରଙ୍କ ଜୀବନ ସଂକଟରେ ପଡ଼ିଯାଇଛି । ଜୀବନ ବଞ୍ଚାଇବା ପାଇଁ ସେମାନେ ସେମାନଙ୍କ ଆପାର୍ଟମେଣ୍ଟର ବେସମେଣ୍ଟରେ ଲୁଚି ରହିଛନ୍ତି। ଗୁଳି ଫୁଟିବାର ଶବ୍ଦ, ବୋମା ବିସ୍ଫୋରଣର ଶବ୍ଦ…

ବିମାନ ବନ୍ଦରରୁ ଜନତା ମୈଦାନ ଯାଏଁ ରୋଡ୍ ସୋରେ ଯିବେ ପିଏମ୍ ମୋଦୀ

ଭୁବନେଶ୍ଵର:   ଜୁନ୍ ୨୦ରେ ଦିନ ୩ଟା ୪୦ରେ ଭୁବନେଶ୍ଵରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି। ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍ ସୋ କାର୍ଯ୍ୟକ୍ରମ ଥିବାବେଳେ…