କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ଦେଲେ ବଡ ନିର୍ଦ୍ଦେଶ

ଭୁବନେଶ୍ୱର,୧।୬: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ…

ବେଆଇନ ମଦ କାରବାରକୁ ବିଜେପି ନେତା ପ୍ରଶୟ ଦେଉଛନ୍ତି: ସପ୍ତଗିରି

ଲକ୍ଷ୍ମୀପୁର: ରାଜ୍ୟରେ ବେଆଇନ ମଦ କାରବାର ଚାଲିଛି। ବେଆଇନ ମଦ କାରବାରକୁ ବିଜେପି ନେତା ପ୍ରଶୟ ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା। ପୁଲିସ ଓ ଅବକାରୀ ବିଭାଗର ଜାଣତରେ ଲକ୍ଷ୍ମୀପରୁରେ ବେଆଇନ ମଦ କାରବାର ହେଉଛି। ଏହାର ସ୍ଥାନୀୟ ବିଜେପି…

ବିଧାୟକଙ୍କ ଜିଦ୍ ପରେ ନଇଁଲା ପ୍ରଶାସନ: ଜୁନ୍‌ ୬ରେ ତ୍ରିପାକ୍ଷିକ ଆଲୋଚନା, ନିଷ୍ପତ୍ତି ଯାଏଁ କୋଇଲା ପରିବହନ ବନ୍ଦ

ସୁନ୍ଦରଗଡ଼: ‘ଅଟକ ନୁହେଁ, ଆମକୁ ଗିରଫ କରି ଜେଲ୍‌ ପଠାଅ । ନଚେତ କୋର୍ଟ ଆଦେଶ ଆସିବା ଯାଏଁ ରେଳ ସାଇଡିଂରେ କୋଇଲା ପରିବହନ ବନ୍ଦ କର’। ଶୁକ୍ରବାର ବରପାଲି ଆନ୍ଦୋଳନସ୍ଥଳରୁ ୭୦ ଜଣ ଗ୍ରାମବାସୀଙ୍କ ସହ ତାଙ୍କୁ ପୁଲିସ ଉଠାଇ…

ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଜବତ

ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ…

ଓମ୍‌ଫେଡ଼ କ୍ଷୀର ଦର ୨ ଟଙ୍କା ବଢିବ, ଲିଟର ପିଛା ୩ ଟଙ୍କା ଅଧିକ ଦାମ୍ ପାଇବେ ଉତ୍ପାଦକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ବିଶ୍ବ ଦୁଗ୍ଧ ଦିବସ-୨୦୨୫ ପାଳିତ ହୋଇଯାଇଛି। ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ…

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌, ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: କୋଭିଡ୍‌-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ…

ସେବାୟତଙ୍କ ବିବାଦରୁ ନୀତି ୬ ଘଣ୍ଟା ବିଳମ୍ବ: ମଙ୍ଗଳଆଳତି ନହେଉଣୁ ହେଲା ସାହାଣମେଲା ଦର୍ଶନ

ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କ ନୀତିରେ କୌଣସି ସମସ୍ୟା ହେବ ନାହିଁ। ସେବାୟତଙ୍କ ଭିତରେ ଯଦି କୌଣସି ବିବାଦ ଉପୁଜେ, ସେଥିପାଇଁ ପ୍ରଭୁଙ୍କ ନୀତିରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଯଦି ନୀତିରେ ବିଶୃଙ୍ଖଳା ଦେଖାଯାଏ ତେବେ ସଂପୃକ୍ତ ସେବାୟତଙ୍କ ବିରୋଧରେ ଦୃଢ଼…

ଓଡ଼ିଶା ପରେ ବିଜେପି ଫୋକସରେ ପଶ୍ଚିମବଙ୍ଗ: ୨୦୨୬ରେ ସରକାର ଗଢ଼ିବାକୁ ରଣନୀତି

କୋଲକାତା: ଆକ୍ସନ ମୋଡରେ ବିଜେପି । ଏଥର କଳେ ବଳେ କୌଶଳେ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଲକ୍ଷ୍ୟ ରଖିଛି ବିଜେପି । ଭାରତର ବିଭିନ୍ନ ରାଜ୍ୟରେ ବିଜେପି କ୍ଷମତାରେ ଥିବା ଅନ୍ୟ ଦଳମାନଙ୍କୁ ପରାଜିତ କରି ଗେରୁଆ ଗଡ଼ କରି ଚାଲିଥିବା…

ଅପରେସନ ସିନ୍ଦୂର; ସାମରିକ ତ୍ରୁଟିକୁ ସ୍ବୀକାର କଲେ ସିଡିଏସ୍‌

ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ମେ’ ୭ରେ ପାକିସ୍ତାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’କୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଆକ୍ରମଣରେ ପାକିସ୍ତାରେ ଥିବା ବିଭିନ୍ନ ଆତଙ୍କବାଦୀ ସଂଗଠନର ୯ ଆଡ୍ଡାସ୍ଥଳ ଧ୍ବଂସ କରାଯାଇଥିବାବେଳେ ୧୧ ବାୟୁସେନା ଘାଟି…

ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୨ ମୃତ

ଗୁଆହାଟୀ: ଉତ୍ତର-ପୂର୍ବ ଭାରତରେ ବର୍ଷା ବିତ୍ପାତ ଯୋଗୁ ୩୨ ଜଣଙ୍କ ଜୀବନ ଗଲାଣି। ଆସାମ, ଅରୁଣାଚଳ ପ୍ରଦେଶ, ମଣିପୁର, ତ୍ରିପୁରା, ମିଜୋରାମ ଓ ମେଘାଳୟ ଭଳି ଏକାଧିକ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ସ୍ଥତି ଅସମ୍ଭାଳ ହୋଇପଡିଛି। ଏଥିରେ ୧୨…