ସ୍ତ୍ରୀଙ୍କ ଅସ୍ଥି ବିସର୍ଜନ ପାଇଁ ଲଣ୍ଡନରୁ ଆସିଥିଲେ ସ୍ବାମୀ : ବିମାନ ଦୁର୍ଘଟଣାରେ ଜୀବନ ଦେଲେ
ଅହମଦାବାଦ, ୧୨।୬:ଅହମଦାବାଦ୍ ବିମାନ ଦୁର୍ଘଟଣାରେ ଲଣ୍ଡନ ନିବାସୀ ଭାରତୀୟ ବଂଶୋଦ୍ଭବ ଅର୍ଜୁନ ମନୁଭାଇ ପଟୋଲିଆ(୩୬) ପ୍ରାଣ ହରାଇଛନ୍ତି। ସେ ତାଙ୍କ ସ୍ତ୍ରୀ ଭାରତୀବେନ୍ ଏବଂ ୪ ଓ ୮ ବର୍ଷର ୨ ଝିଅଙ୍କ ସହ ଲଣ୍ଡନରେ ବସବାସ କରୁଥିଲେ। କିଛି ସପ୍ତାହ…
