ନିଜ ଛୋଟ ଅଭିଜ୍ଞତାକୁ ନେଇ କାମ କରିବେ କହିଲେ ପୁରୀ ଏସପି ପିନାକ ମିଶ୍ର
ପୁରୀ: ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣା ପରେ ରାଜ୍ୟ ସରକାରଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ କ୍ରମରେ ପୁରୀର ନୂତନ ଏସ୍ପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ପିନାକ ମିଶ୍ର। ଦାୟିତ୍ୱ ନେବା ପରେ ସେ ନିଜର ପ୍ରତିକ୍ରିୟା ରଖିଛନ୍ତି।…
