ଅପରେସନ ସିନ୍ଦୂର; ସାମରିକ ତ୍ରୁଟିକୁ ସ୍ବୀକାର କଲେ ସିଡିଏସ୍
ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ମେ’ ୭ରେ ପାକିସ୍ତାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ‘ଅପରେସନ ସିନ୍ଦୂର’କୁ କାର୍ଯ୍ୟକାରୀ କରାଯାଇଥିଲା। ଏହି ଆକ୍ରମଣରେ ପାକିସ୍ତାରେ ଥିବା ବିଭିନ୍ନ ଆତଙ୍କବାଦୀ ସଂଗଠନର ୯ ଆଡ୍ଡାସ୍ଥଳ ଧ୍ବଂସ କରାଯାଇଥିବାବେଳେ ୧୧ ବାୟୁସେନା ଘାଟି…