ଆହତଙ୍କୁ ଭେଟିବା ପରେ ବିମାନବନ୍ଦରରେ ବୈଠକ ଡାକିଲେ ମୋଦୀ
ଅହମ୍ମଦାବାଦ୍: ଗୁରୁବାର ଦିନ ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୫୦ରୁ ଉର୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଅହମ୍ମଦାବାଦ ଗସ୍ତ କରିଛନ୍ତି। ମୋଦୀ ଅହମ୍ମଦାବାଦ୍ରେ ପହଞ୍ଚି…
