ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ
ପୁରୀ : ରାତି ପାହିଲେ ଦେବସ୍ନାନ ପୂର୍ଣ୍ଣିମା । ସ୍ନାନମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରି ହାତୀବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସେଥିପାଇଁ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।…
