ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, କଟକରେ ୨୨ ଆକ୍ରାନ୍ତ ଚିହ୍ନଟ

କଟକ : ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି । ସେମାନଙ୍କ…

ବିଦ୍ୟୁତ ଆଘାତରେ ଆଖିବୁଜିଲେ ୩ ଶ୍ରମିକ

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ।ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ଚାଲିଗଲା ଜୀବନ । ସୂଚନା ଅନୁସାରେ ଗଗନଧୂଳି ଗାଁର ବାପି ମାଝୀଙ୍କର ଘରେ ଆଜି ଶ୍ରମିକମାନେ ପାଇଖାନା ଟାଙ୍କି ପାଇଁ…

ନନ୍ଦନକାନନରେ ନୂଆ ଅତିଥି: ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନ: ନନ୍ଦନକାନନରେ ନୂଆ ଅତିଥି । ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ । ନନ୍ଦନକାନନରେ ବାଘସଂଖ୍ୟା ୨୯କୁ ବୃଦ୍ଧି ହେଲା। ଗତକାଲି ରାତିରେ ନନ୍ଦନକାନନର ୨୮ବି ଖୁଆଡ଼ରେ ରହୁଥିବା ଧଳା ବାଘୁଣୀ ମୌସୁମୀ ଦୁଇ ଶାବକ ଜନ୍ମ କରିଛି  । ଗୋଟିଏ…

ସିନ୍ଦେଙ୍କ ବିମାନ ବିଳମ୍ବ ପାଇଁ ବଂଚିଗଲା ମହିଳାଙ୍କ ଜୀବନ

ନୂଆଦିଲ୍ଲୀ: ଗତକାଲି ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଥିଲା । ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ…

ରଥ ଉପକରଣ ବିକ୍ରି ପାଇଁ ଆସିଲା ନୂଆ ଏସଓପି

ପୁରୀ: ରଥ ଉପକରଣ ବିକ୍ରି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସିଲା ନୂଆ ଏସଓପି । ଉଚ୍ଚା ଦର ଯୋଗୁ ବିକ୍ରି ହୋଇନପାରି ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ଖତ ଖାଉଛି ଗତ ବର୍ଷ ମାନଙ୍କରେ ବ୍ୟବହୃତ ରଥର ଚକ, ପ୍ରଭା ସମେତ…

ନୂଆ ରୂପ ପାଇବ ବିଧାନସଭା ଏବଂ ଲୋକସେବା ଭବନ, ତିଆରି ହେବ ଓଡିଶା ମଣ୍ଡପ

ଭୁବନେଶ୍ୱର : ନୂଆ ରୂପ ପାଇବ ବିଧାନସଭା ଏବଂ ଲୋକସେବା ଭବନ । ପୁରୁଣା ବିଲଡିଂର ରୂପ ରେଖ ବଦଳା ଯିବା ନେଇ ବିଚାର ଚାଲିଥିବା କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେହିପରି ଭୁବନେଶ୍ୱରରେ ତିଆରି ହେବ ଓଡିଶା ମଣ୍ଡପ । ଏନେଇ…

୮୦ ବିମାନରୁ ୪୦୦ କ୍ଷେପଣାସ୍ତ୍ର ମାରିଥିଲା ଭାରତ : ପାକିସ୍ତାନ

ୱାଶିଂଟନ: ଅପରେସନ ସିନ୍ଦୁର ଅଧୀନରେ ଭାରତ ୮୦ଟି ଲଢ଼ୁଆ ବିମାନରୁ ୪୦୦ଟି କ୍ଷେପଣାସ୍ତ୍ର ସାହାଯ୍ୟରେ ପାକିସ୍ତାନ ଉପରେ ଆକ୍ରମଣ କରିଥିଲା। ଏହି ପ୍ରତ୍ୟେକ କ୍ଷେପଣାସ୍ତ୍ରରେ ଏକାଧିକ ଓ୍ବାରହେଡ୍ ଥିଲା। ଭାରତ ଏହି ଆକ୍ରମଣରେ ବିପଦପୂର୍ଣ୍ଣ କ୍ରୁଜ୍ ଏବଂ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମଧ୍ୟ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ୱର: ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ତେବେ ଏହି ତାତିରୁ ରାଜ୍ୟବାସୀଙ୍କୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।…

ରୋମାଣ୍ଟିକ ଅନ୍ଦାଜରେ ଡ୍ୟାନ୍ସ କଲେ ପିନାକୀ ଓ ମହୁଆ, ଭାଇରାଲ୍ ହେଉଛି ଭିଡିଓ

ଜର୍ମାନୀରେ ସାଂସଦ ମହୁଆ ମୋଇତ୍ରାଙ୍କ ସହ ସାଂସଦ ପିନାକୀ ମିଶ୍ରଙ୍କ ବାହାଘର ହୋଇଛି ।  ଏନେଇ ସାଂସଦ ମହୁଆ ମୋଇତ୍ରାଙ୍କ ସହ ବାହାଘରକୁ ନେଇ କନଫର୍ମ କରିଥିଲେ ପୁରୀର ପୂର୍ବତନ ସାଂସଦ ପିନାକୀ ମିଶ୍ର । କହିଲେ ଯାହା ଜଗନ୍ନାଥଙ୍କ ଇଚ୍ଛା…

ମାଓବାଦୀ ଗତିବିଧି ଉପରେ ନଜର ରଖୁଛି ଡ୍ରୋନ

ଭୁବନେଶ୍ୱର: ସମ୍ବଲପୁରର ଚାରମାଲ ଏବଂ ନାକଟିଦେଉଳ ଅଞ୍ଚଳରେ ଡ୍ରୋନ୍ ବ୍ୟବହାର କରି ଏକ ବିଶାଳ ମାଓ ବିରୋଧୀ ଅଭିଯାନ ଚାଲିଛି। ଛତିଶଗଡ଼ର ଏହି ବିଦ୍ରୋହୀମାନେ ସ୍ଥାନୀୟ ଜଙ୍ଗଲରେ ଆଶ୍ରୟ ନେଇଥିବା ସମ୍ପର୍କରେ ରିପୋର୍ଟ ପାଇ ସ୍ୱତନ୍ତ୍ର ଅପରେସନ୍ ଗ୍ରୁପ୍ ଏବଂ ଜିଲ୍ଲା…