June 2025

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ। ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ । କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ । ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ…

ସୋନିଆ ଗାନ୍ଧୀ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ସିମଲାର ଆଇଜିଏମସି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୋନିଆ ହିମାଚଳପ୍ରଦେଶର ସିମଲା ଅନ୍ତର୍ଗତ ଚାରବ୍ରାରେ ଥିଲେ। ସେଠାରେ ସେ ହଠାତ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ…

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ

ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ…

ପଛଘୁଞ୍ଚା ଦେଲେ ଏଲନ ମସ୍କ

ବିଶ୍ଵର ଏକ ନମ୍ବର ଧନୀ ଏଲନ ମସ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଚାଲିଥିବା ବିବାଦର ପୂର୍ଣ୍ଣଚ୍ଛେଦ ପଡ଼ିବାକୁ ଯାଉଛି। ଦୁଇ ଜଣଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଚାଲିଥିବା ସମୟରେ ଏଲନ ମସ୍କ ଏଥିରେ ପଛଘୁଞ୍ଚା ଦେଇଛନ୍ତି। ମସ୍କ…

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା, ୪ ଗିରଫ

ବ୍ରହ୍ମପୁର : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ। ଦୁଇ ଦିନ ଧରି ତିନୋଟି ସ୍ଥାନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ ୪ ଜଣ ଅଭିଯୁକ୍ତ।…

ବଦଳିଲା ନିୟମ: ବିବାହ ପଞ୍ଜିକରଣ ପାଇଁ ଆବଶ୍ୟକ ପଣ୍ଡିତ ଓ ବାହାଘର ଭିଡିଓ

ନୂଆଦିଲ୍ଲୀ: ଏବେ ଉତ୍ତରପ୍ରଦେଶରେ କେହି ନକଲି ବିବାହ ପଞ୍ଜିକରଣ କରିପାରିବେ ନାହିଁ। ବିବାହ ପଞ୍ଜିକରଣ ପ୍ରକ୍ରିୟାରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ବିବାହ ରୀତିନୀତି ସହିତ ଜଡିତ ଅସମ୍ପୂର୍ଣ୍ଣ ପ୍ରମାଣ ଆଉ ବିବାହ ପଞ୍ଜିକରଣ ପାଇଁ ଗ୍ରହଣ କରାଯିବ ନାହିଁ। କେବଳ…

ତାଇୱାନ୍‍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଅଚ୍ୟୁତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା।…

କୋହଲିଙ୍କ ନାମରେ ମାମଲା ରୁଜୁକୁ ନେଇ ପୁଲିସ ର ପ୍ରତିକ୍ରିୟା

ନୂଆଦିଲ୍ଲୀ: ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଐତିହାସିକ ବିଜୟର ଦିନକ ପରେ ଏମ ଚିନ୍ନାସ୍ୱାମୀ ଷ୍ଟାଡିୟମ ବାହାରେ ଦଳାଚକଡା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ୧୧ଜଣ ଖେଳପ୍ରେମୀଙ୍କ ଜୀବନ ଚାଲିଯାଇଥିବା ପ୍ରକାଶିତ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି ଘଟଣାରେ ଆରସିବି ଫ୍ରାଞ୍ଚାଇଜ୍…

ଚଳଚଞ୍ଚଳ ରଥଖଳା, ଉଠିଲା ତିନି ରଥର ଚାରିନାହାକା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ…

ସିନ୍ଦେଙ୍କୁ ଉଡ଼ାଇବାକୁ ମନା କଲେ ପାଇଲଟ୍

ମୁମ୍ବାଇ: ମହାରାଷ୍ଟ୍ରର ଜଳଗାଓଁରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପାଇଲଟ୍ ତାଙ୍କ ଡ୍ୟୁଟି ସମୟ ଶେଷ ହୋଇଗଲା ବୋଲି କହି ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ବିମାନ ଉଡ଼ାଣ କରିବାକୁ ମନା କରିଦେଇଥିଲେ। ଯଦିଓ ପରେ ଅଧିକାରୀମାନେ ତାଙ୍କୁ ବୁଝାସୁଝା…