ରାଜ୍ୟରେ ୨-୩ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଖରା ଅନୁଭୂତ ହେବାକୁ ଥିବା ବେଳେ ଆଉ କିଛି ଅଞ୍ଚଳରେ ବର୍ଷା, ବଜ୍ରପାତ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ…

ନକ୍ସଲ ବିରୋଧୀ ଅଭିଯାନରେ ସାମିଲ ଥିବା ଅଧିକାରୀମାନଙ୍କୁ ଭେଟି ସମ୍ମାନିତ କଲେ ଶାହା

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ନକ୍ସଲବାଦୀଙ୍କ ବିରୁଦ୍ଧରେ ଅପରେସନ୍ ଚଳାଇଥିବା ଅଧିକାରୀମାନଙ୍କୁ ଭେଟିଥିଲେ। ଅମିତ ଶାହ ନକ୍ସଲବାଦ ବିରୁଦ୍ଧରେ ସାମ୍ପ୍ରତିକ ଅପରେସନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଅଧିକାରୀମାନଙ୍କୁ ଭେଟି ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ଛତିଶଗଡ଼…

ପିଏମ୍ ଆବାସ ଘର ପାଇଁ ମିଳିବ ମାଗଣା ବାଲି, ରାଜସ୍ୱ ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ତିଆରି ପାଇଁ ଆଉ ଚିନ୍ତା ନାହିଁ । କାରଣ ଘର ତିଆରି ପାଇଁ ଏବେ ବାଲି ଦେବେ ରାଜ୍ୟ ସରକାର । ଗରିବଙ୍କ ଘର ତିଆରି ସ୍ୱପ୍ନକୁ ସାକାର କରିବା ପାଇଁ ୨ଟ୍ରାକ୍ଟର…

କେଦାରନାଥ ଯାଉଥିବା ହେଲିକପ୍ଟର ରାଜପଥରେ ଜରୁରୀକାଳୀନ ଅବତରଣ

ଉତ୍ତରାଖଣ୍ଡ : କେଦାରନାଥ ଦର୍ଶନ ପାଇଁ ଯାଉଥିବାବେଳେ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ହେଲା ଏମର୍ଜେନ୍ସ ଲ୍ୟାଣ୍ଡିଂ । ଅବତରଣ ସମୟରେ  ଏକ ଗାଡି କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି  । UCADA ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ DGCAକୁ ଜଣାଇଛି । ସୂଚନା ଅନୁଯାୟୀ, କେଦାରନାଥ ଦର୍ଶନ…

ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଓଡ଼ିଶା ମୁହାଁ, ହାଇଆଲର୍ଟରେ ସୁରକ୍ଷାବାହିନୀ

ସମ୍ବଲପୁର: ଛତିଶଗଡ଼ରୁ ଛତ୍ରଭଙ୍ଗ ଦେଇଥିବା ମାଓବାଦୀ ଓଡ଼ିଶା ମୁହାଁ। ଦେଶରୁ ନକ୍ସଲବାଦ ମୂଳପୋଛ କରିବାକୁ ଚାଲିଛି ଜୋରଦାର୍ ଅପରେସନ୍। ଜଙ୍ଗଲରେ ଖୋଜି ଖୋଜି ନକ୍ସଲଙ୍କୁ ନିପାତ କରୁଛନ୍ତି ସୁରକ୍ଷାକର୍ମୀ। ଘଞ୍ଚ ଜଙ୍ଗଲରେ ବି ଆଉ ସୁରକ୍ଷିତ ନାହାଁନ୍ତି ମାଓବାଦୀ। ଅସ୍ତିତ୍ଵ ବଞ୍ଚାଇବାକୁ…

ରାହୁଲ ଗାନ୍ଧୀ ବିହାରରେ ପରାଜୟକୁ ସ୍ୱୀକାର କରିସାରିଛନ୍ତି : ଫଡନାଭିସ

ମୁମ୍ବାଇ : ମହାରାଷ୍ଟ୍ର ନିର୍ବାଚନରେ ମ୍ୟାଚ ଫିକ୍ସିଂ ହୋଇଥିଲା ବୋଲି କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ବୟାନକୁ ନେଇ ବିଜେପି ପକ୍ଷରୁ ତାଙ୍କୁ କଡ଼ା ସମାଲୋଚନା କରାଯାଇଛି । ତାଙ୍କୁ ସମାଲୋଚନା କରି ମହାରାଷ୍ଟ୍ର…

ଫୁଲବାଣୀରେ ୧୦୦ ସିଟ ବିଶିଷ୍ଟ ମେଡିକାଲ କଲେଜ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲା ପାଇଁ ୭୫୦ କୋଟିର ପ୍ରକଳ୍ପ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ…

ପାକିସ୍ତାନକୁ ୮୧ ପ୍ରତିଶତ ସାମରିକ କ୍ଷମତା ଚୀନରୁ ଆସେ: ଥରୁର

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଶଶି ଥରୁର ୱାଶିଂଟନ ଡିସିରେ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଭାରତ-ପାକ୍ ବିବାଦରେ ଚୀନକୁ ଅଣଦେଖା କରିବା ଅସମ୍ଭବ, କାରଣ ପାକିସ୍ତାନର ୮୧% ସାମରିକ କ୍ଷମତା ଚୀନରୁ ଆସିଥାଏ। ଥରୁର ବର୍ତ୍ତମାନ 'ଅପରେସନ୍ ସିନ୍ଦୁର' ପରେ ଭାରତର…

କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା: ତଦନ୍ତରୁ କେହି ବର୍ତ୍ତିବେ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା। ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଯିଏ ବି ଏହି କାଣ୍ଡ କରିଛି ତାକୁ ଖୋଜି ଖୋଜି ଦଣ୍ଡ ଦିଆଯିବ। ପାତାଳରେ ଥିଲେ ବି ଅପରାଧିଙ୍କୁ ଧରାଯିବ…

ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ

ବାଲେଶ୍ୱର: ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ । ବାଲେଶ୍ୱର ଏସପି ନିୟମ ଭାଙ୍ଗିଥିବା କନଷ୍ଟେବଳଙ୍କ ବିରୋଧରେ ଆକ୍ସନ ନେଇଛନ୍ତି । ନିଲମ୍ୱିତ ୫ କନଷ୍ଟେବଳ ବାଲେଶ୍ୱର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଜିଲ୍ଲାପାଳଙ୍କ…