୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି, ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ
ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଶ- ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଚାକିରୀ ପାଇଛନ୍ତି, ତାଙ୍କ ସେବା ସବୁବେଳେ କରୁଥିବେ, ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେନାହିଁ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ…
