June 2025

ବର୍ଷା ପୂର୍ବରୁ ଡ୍ରେନ୍‍ ସମସ୍ୟାର ହେବ ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ବର୍ଷା ପୂର୍ବରୁ ଡ୍ରେନ୍‍ ସମସ୍ୟାର ହେବ ସମାଧାନ। ସେହିଭଳି ଇସ୍କନରେ ବର୍ଷା ଜଳ ସମସ୍ୟାର ସମାଧାନ ପାଇଁ ଖୁବଶୀଘ୍ର ନିଆଯିବ ପଦକ୍ଷେପ। ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ମନ୍ତ୍ରୀ…

ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ, ଜାରି ହେଲା ୟଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ । ଜାରି ହେଲା ୟେଲୋ ୱାର୍ଣ୍ଣିଂ । ବିଜୁଳି ଘଡଘଡି ସହ ପବନର ବେଗ ୩୦ରୁ ୪୦କିଲୋମିଟର ରହିପାରେ । ଆସନ୍ତାକାଲି ଅର୍ଥାତ ୭ ତାରିଖରେ ରାଜ୍ୟରେ ବିକ୍ଷିପ୍ତ…

ଶିବସେନା ୟୁବିଟି ସହ ଏମଏନଏସ ମେଣ୍ଟ ନେଇ ବଡ ବୟାନ ଦେଲେ ଉଦ୍ଧବ ଠାକରେ

ନୂଆଦିଲ୍ଲୀ: ଉଦ୍ଧବ ଠାକରେ ରାଜ ଠାକରେଙ୍କ ଦଳ ସହିତ ମେଣ୍ଟ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଶିବସେନା ୟୁବିଟି ମୁଖ୍ୟ ଆଜି କହିଛନ୍ତି ଯେ ମହାରାଷ୍ଟ୍ରର ହୃଦୟରେ ଯାହା ଅଛି ତାହା ଘଟିବ। ସେ କହିଛନ୍ତି ଯେ ଆମର ଓ…

ବିକଶିତ କୋଟିଆ ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍‍

ଭୁବନେଶ୍ୱର: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠି ହେବ ବେଳେ…

ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦, ସକ୍ରିୟ ୨୩

ଭୁବନେଶ୍ୱର : ରାଜ୍ୟରେ ଗତକାଲି ସୁଦ୍ଧା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଁଚିଛି । ଏବେ ୨୩ଟି କେଶ ସକ୍ରିୟ ଥିବାବେଳେ ୭ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତ ଘରେ ରହି ଚିକିତ୍ସତ ହେଉଛନ୍ତି । କୋଭିଡ…

ଅପରେସନ ସିନ୍ଦୂରକୁ ମନେ ରଖିବ ପାକିସ୍ତାନ : ଚେନାବ ସେତୁକୁ ଉଦଘାଟନ କରି କହିଲେ ମୋଦୀ

ଶ୍ରୀନଗର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଜୁନ୍ ୬, ୨୦୨୫) ଜମ୍ମୁ ଏବଂ କାଶ୍ମୀରର ରିଆସି ଜିଲ୍ଲାରେ ଚେନାବ ସେତୁର ଉଦଘାଟନ କରିଛନ୍ତି। ଏହି ସେତୁ ଚେନାବ ନଦୀ ଉପରେ ନିର୍ମିତ ଏବଂ ଏହାକୁ ବିଶ୍ୱର ସର୍ବୋଚ୍ଚ ରେଳ ସେତୁ ଭାବରେ…

ସିଏମଓ ଅଫିସ ନାଁ କହି ଠକେଇ, ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ସିଏମଓ ଅଫିସ ନାଁ କହି ଠକେଇ। ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ । ଠକେଇ ଶିକାର ହୋଇଛନ୍ତି ଅନୁଗୁଳ ରାସ୍ତା ଓ କୋଠାବାଡି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ହରିପାଲ । ଜଣେ ବ୍ୟକ୍ତି ନିଜକୁ ସିଏମଓ ଅଫିସର…

ଆକ୍ସନ ମୋଡରେ ପୁରୀ ପୋଲିସ, ବନ୍ଧୁକ ସହ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବନ୍ଧୁକ ସହ ୬ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ । ସଙ୍ଗଠିତ ଅପରାଧ ମାମଲାକୁ ନେଇ ୬ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି। ପୋଲିସର ସ୍ବତନ୍ତ୍ର ସ୍କ୍ୱାର୍ଡ ଦ୍ଵାରା ୬ ଟି ଦେଶି କଣ୍ଟ୍ରି…

ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣା

କଟକ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ରାସ୍ତାରେ ଏକ ଟ୍ରକ୍‌ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି…

ଭାରତ ଛାଡିବା ପୂର୍ବରୁ ଅରୁଣ ଜେଟଲୀଙ୍କ ପରାମର୍ଶ ନେଇଥିଲେ ବୋଲି କହିଲେ ମାଲ୍ୟା

ନୂଆଦିଲ୍ଲୀ: ଦେଶରୁ ହଜାର ହଜାର କୋଟି ଟଙ୍କା ନେଇ ପଳାଇ ଯାଇଥିବା ବ୍ୟବସାୟୀ ବିଜୟ ମାଲ୍ୟ ଗୋଟିଏ ସପ୍ତାହ ହେବ ବେଶ୍ ଚର୍ଚ୍ଚାରେ ଅଛନ୍ତି । ଏକ ପୋଡକାଷ୍ଟରେ ବିଜୟ ମାଲ୍ୟ ଯେଉଁ ବୟାନ ଦେଇଛନ୍ତି ତାହା ଏବେ ଭାରତୀୟ ରାଜନୀତି…