ଭୁବନେଶ୍ବର ଲୋୟର ପିଏମଜିରେ ଶିକ୍ଷକଙ୍କ ରଣହୁଙ୍କାର, ଚାକିରି ସ୍ଥାୟୀ ଦାବି କରି ଆନ୍ଦୋଳନ
ଭୁବନେଶ୍ୱର : ରାଜରାସ୍ତାରେ ଶିକ୍ଷକଙ୍କ ଗର୍ଜନ । ୨ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ କନିଷ୍ଠ ଶିକ୍ଷକ । ହାତରେ ଚକ୍ ବଦଳରେ ପ୍ଲାକାର୍ଡ, ଶିକ୍ଷାଦାନ ପରିବର୍ତ୍ତେ ହକ୍ ଆଉ ଅଧିକାର ପାଇଁ ଚାଲିଛି ଲଢେଇ । ଏନେଇ ଭୁବନେଶ୍ବର ଲୋୟର…
