ଗାଜା ଏବଂ ବିଦେଶରେ ଥିବା ହମାସ ନେତାମାନଙ୍କୁ ନିପାତ କରିବା ପାଇଁ ଇସ୍ରାଏଲର ଯୋଜନା

ଜେରୁଜେଲମ: ଗାଜାରେ ନିଜର ଅଭିଯାନ ଆରମ୍ଭ କରିବା ପରଠାରୁ, ଇସ୍ରାଏଲ ଅନେକ ହମାସ ନେତା ଏବଂ କମାଣ୍ଡରଙ୍କୁ ଟାର୍ଗେଟ କରିସାରିଛି ଏବଂ ଗାଜାରେ ଥିବା ପ୍ରାୟ ସମସ୍ତ ବରିଷ୍ଠ ହମାସ ଅଧିକାରୀଙ୍କୁ ମଧ୍ୟ ହତ୍ୟା କରିଛି। ଏକ ସାମ୍ପ୍ରତିକ ରିପୋର୍ଟରୁ ଜଣାପଡିଛି…

୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ହେଲେ ଆମକୁ ୮, ୮.୫ ରୁ ୯% ଅଭିବୃଦ୍ଧି ଆବଶ୍ୟକ

ନୂଆଦିଲ୍ଲୀ,୩।୬: ପୂର୍ବତନ ଆରବିଆଇ ଗଭର୍ଣ୍ଣର ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ରଘୁରାମ ରାଜନ ଏକ ସାକ୍ଷାତକାରରେ କହିଛନ୍ତି, “ମୁଁ ବହୁ ଦିନ ଧରି ଜୋର ଦେଇ କହୁଛି—ଯଦି ଆମେ ୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ଚାହୁଁ, ତେବେ ଆମକୁ ୮, ୮.୫ ରୁ…

ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜ୍ୟୋତି ମାଲହୋତ୍ରାଙ୍କ ପରେ ଗିରଫ ହେଲେ ଆଉ ଜଣେ ୟୁଟ୍ୟୁବର

ଚଣ୍ଡିଗଡ଼,୪।୬: ଜ୍ୟୋତି ମାଲହୋତ୍ରାଙ୍କ ପରେ ଆଉ ଜଣେ ୟୁଟ୍ୟୁବରଙ୍କୁ ଭାରତ ସହ ବିଶ୍ୱାସଘାତକତା କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ସନ୍ଦେହ କରାଯାଉଛି। ପୋଲିସ ତାଙ୍କୁ ପଞ୍ଜାବର ରୂପନଗରରୁ ଗିରଫ କରିଛି। କୁହାଯାଉଛି ଯେ ଜସବୀର…

ସରଣ୍ଡା ଅପରେସନ୍ ଟିମ୍ କୁ ବଡ଼ ସଫଳତା: ଆଜି ପୁଣି ଜବତ ହେଲା ୭୦୦ କେଜି ଲୁଟ୍ ବିସ୍ଫୋରକ

କୋଇଡା: ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନ‌ା ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ…

୬ ତାରିଖରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା…

ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ୫ ରୋଗୀଙ୍କ ମୃତ୍ୟୁ: ଡିଏମଇଟି ପକ୍ଷରୁ ୫ ଜଣିଆ ଟିମ୍ ଗଠିତ, ଆସନ୍ତାକାଲି ରିପୋର୍ଟ ଦେବେ

କୋରାପୁଟ : କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଭୁଲ ଇଞ୍ଜେକସନ୍ ଯୋଗୁ ୫ଜଣଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଏମଇଟି । ଏଥିଲାଗି ୫ ଜଣିଆ ଟିମ୍ ଗଠନ କରାଯାଇଛି। ବ୍ରହ୍ମପୁରର ଏମକେସିଜିରୁ ୩…

ଦୈନିକ କରୋନା ପଜିଟିଭ ସଂଖ୍ୟା ୪ ହଜାର ଟପିଲା: ତାଲିକାରେ ଶୀର୍ଷରେ କେରଳ

ନୂଆଦିଲ୍ଲୀ: ଦେଶରେ ପୁଣି ଡରାଇଲାଣି କରୋନା ମହାମାରୀ। ଦୈନିକ ୧ ହଜାରରୁ ଅଧିକ ପିଜିଟିଭ୍ ଚିହ୍ନଟ ହେଉଛନ୍ତି। ଏକାଧିକ ଲୋକଙ୍କର ମୃତ୍ୟୁ ହେଉଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନା ପଜିଟିଭ୍ ସଂଖ୍ୟା ୪ ହଜାର ଅତିକ୍ରମ କରିଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ…

ଟ୍ରାଫିକ୍ ପୋଷ୍ଟ ନିକଟ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ସହରାଞ୍ଚଳର ଟ୍ରାଫିକ୍ ପୋଷ୍ଟ ନିକଟ ଡିଭାଇଡରରେ ତୁଳସୀ ଗଛ ଲଗାଇବାକୁ ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି। ଏନେଇ ସେ ସବୁ ପୌର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୦…

କମଲଙ୍କୁ ଭର୍ତ୍ସନା କଲେ କର୍ଣ୍ଣାଟକ ହାଇକୋର୍ଟ

ନୂଆଦିଲ୍ଲୀ: କନ୍ନଡ-ତାମିଲ ଭାଷାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଭିନେତା କମଲ ହାସନଙ୍କୁ କର୍ଣ୍ଣାଟକ ହାଇକୋର୍ଟ ଭର୍ତ୍ସନା କରିଛନ୍ତି। ହାଇକୋର୍ଟ କମଲଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି,‘ "ଆପଣଙ୍କର କହିବାର ଅଧିକାର ଅଛି, କିନ୍ତୁ ଲୋକଙ୍କ ଭାବନାକୁ ଆଘାତ ଦେବାରେ କୌଣସି…

ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ବର: ଭିଜିଲାନ୍ସ ରେଡ୍ ନେଇ ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ପାଇଁ ମୁଁ ନିଜେ ୯ ଜଣ ଜେଇଇ ଓ ବିଡ଼ିଓଙ୍କୁ ନିଳମ୍ବନ କରିଛି । ଆମକୁ କିଛି ଅଭିଯୋଗ ଆସିଥିଲା , ଏହା ପରେ ବିଭାଗ ତଦନ୍ତ ନିର୍ଦ୍ଦେଶ…