ଆତଙ୍କୀ ଲିଙ୍କ୍‌ରେ ସରକାରୀ କର୍ମଚାରୀ, ଲଶ୍କର ଓ ହିଜବୁଲ ପାଇଁ କରୁଛନ୍ତି କାମ

ଆତଙ୍କବାଦୀଙ୍କ ପାଇଁ କାମ କରୁଛନ୍ତି ସରକାରୀ କର୍ମଚାରୀ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିବ। କିନ୍ତୁ ଜାମ୍ମୁ-କାଶ୍ମୀରରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ଆତଙ୍କବାଦୀ ସଂଗଠନ ସହିତ ସମ୍ପର୍କ ରଖିଥିବା ଜଣାପଡ଼ିବା ପରେ ୩ କର୍ମଚାରୀଙ୍କୁ ସରକାର ଚାକିରିରୁ ବିଦା କରିଛନ୍ତି। ଜାମ୍ମୁ-କାଶ୍ମୀର ଉପରାଜ୍ୟପାଳ…

ପୁନର୍ବାର ଲେଖାଯିବ କଳିଙ୍ଗ ଯୁଦ୍ଧର ଇତିହାସ, ସର୍ବ ଭାରତୀୟସ୍ତରରେ ପହଞ୍ଚାଯିବ ଏହାକୁ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଆଙ୍କୁ ସମ୍ପର୍ପିତ ହେବ କଳିଙ୍ଗ ଯୁଦ୍ଧ ଇତିହାସ । ଇତିହାସର ସତ୍ୟତା ଏବଂ ଏହାର ରୁଚି ବୋଧତା ପାଠକଙ୍କ ପାଖେ ପହଞ୍ଚା ଯିବ । ଯାହାର ଦାୟିତ୍ବ ନେଇଛି ସାହିତ୍ୟ ଏକାଡେମୀ । ଯେଉଁ ଉତ୍ତର ପୀଢ଼ି ଆମ ସାହିତ୍ୟ…

ଘାଟିରେ ଦୁର୍ଘଟଣା ରୋକିବ ଆଧୁନିକ ଜ୍ଞାନ କୌଶଳ; ପରୀକ୍ଷାମୂଳକ କାମ ଆରମ୍ଭ

ଘୁ.ଉଦୟଗିରି: ଓଡ଼ିଶାର ଦୀର୍ଘତମ ଏବଂ ବ୍ୟସ୍ତବହୁଳ କଳିଙ୍ଗା ଘାଟି ରାସ୍ତା ପ୍ରସସ୍ଥ ଥିଲେ ମଧ୍ଯ ନିୟମିତ ଦୁର୍ଘଟଣା ଘଟିବାରେ ଲାଗିଛି। ଏଥିରେ ବହୁ ଧନ ଜୀବନ ମଧ୍ୟ ନଷ୍ଟ ହେଉଛି। କଳିଙ୍ଗା ଘାଟିରେ ନିୟମିତ ଦୁର୍ଘଟଣାକୁ ନେଇ ପରିବହନ ଏବଂ ପୁଲିସ…

ଡିଜିଟାଲ୍‌ ଆରେଷ୍ଟକୁ ନେଇ ସତର୍କ ରହିବାକୁ କିହିଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ଭାରତୀୟ ଆଇନରେ ଡିଜିଟାଲ୍‌ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ସୂଚନା ଦେଇଛି ଓଡ଼ିଶା ପୋଲିସ। ଆଜିକା ଦିନରେ ସାଇବର ଅପରାଧିମାନେ ବିଭିନ୍ନ ଉପାୟରେ ଠକୁଛନ୍ତି। ତେଣୁ ସାଧାରଣ ଜନତା ସାବଧାନ ରହିବା…

ଆତଙ୍କୀ ଶିବିର ଧ୍ବଂସ କରିବାର ୫ ମିନିଟ ପରେ ପାକିସ୍ତାନକୁ ସୂଚୀତ କରାଯାଇଥିଲା : ସିଡିଏସ୍

ନୂଆଦିଲ୍ଲୀ : ଭାରତର ଅପରେସନ ସିନ୍ଦୂର ବିଷୟରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଅନିଲ ଚୌହାନ ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ନଷ୍ଟ କରିବାର ପାଞ୍ଚ ମିନିଟ୍ ପରେ ପାକିସ୍ତାନକୁ ସୂଚନା ଦିଆଯାଇଥିଲା।…

ପାକ୍ ଆତଙ୍କବାଦୀର ରହସ୍ୟଜନକ ମୃତ୍ୟୁ

ଇସ୍ଲାମାବାଦ : ପାକିସ୍ତାନୀ ଆତଙ୍କବାଦୀଙ୍କ ରହସ୍ୟମୟ ମୃତ୍ୟୁ ଜାରି ରହିଛି । ଏବେ ଏହି ତାଲିକାରେ ଜୈଶ-ଏ-ମହମ୍ମଦର ଜଣେ ଶୀର୍ଷ କମାଣ୍ଡର ଅବଦୁଲ ଅଜିଜ ଏସାରର ନାମ ଯୋଡା ଯାଇଛି। ପାକିସ୍ତାନର ପଞ୍ଜାବ ଜିଲ୍ଲାରେ ରହସ୍ୟମୟ ପରିସ୍ଥିତିରେ ତାହାର ମୃତଦେହ ମିଳିଛି।…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ

ଭୁବନେଶ୍ୱର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ୍ ଅଧିକାରୀ ଆଶିଷ ଠାକରେ । ୨୦୧୧ ବ୍ୟାଚର ଏହି ଆଇଏଏସ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେ ଦିଲ୍ଲୀରେ ଭିନ୍ନକ୍ଷମ ଶସକ୍ତିକରଣ ମନ୍ତ୍ରଣାଳୟର ନିର୍ଦ୍ଦେଶକ ଭାବେ କାମ କରିବେ । ଏନେଇ DOPT ପକ୍ଷରୁ…

ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ୧୫ଟି ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଦେବଗଡ଼ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭେଟି। ବିକାଶର ମୁଖ୍ୟସ୍ରୋତରେ ଯୋଡ଼ି ହେବ ଦେବଗଡ଼ ଜିଲ୍ଲା। ଆଜି ଜିଲ୍ଲା ଗସ୍ତ କରି ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି…

ଏଣିକି ପ୍ରତ୍ୟେକ ଯାନବାହାନ ଯାଞ୍ଚ କରିପାରିବେ ଥାନା ପୋଲିସ, ବସ୍ ମାଲିକ ସଂଘ ଓ ଟ୍ରକ୍ ମାଲିକ ସଂଘ ପକ୍ଷରୁ ବିରୋଧ

ଭୁବନେଶ୍ୱର :  ଏଣିକି ପ୍ରତ୍ୟେକ ଯାନବାହାନ ଯାଞ୍ଚ କରିପାରିବେ ଥାନା ପୋଲିସ। ଏମିତି ଏକ ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଗତ ମେ ମାସ ୩୦ ତାରିଖରେ ଚିଠି ମାଧ୍ୟମରେ ଦେଇଛି ପରିବହନ ବିଭାଗ। ଏହି ପ୍ରସ୍ତାବକୁ ଆଜି ରାଜ୍ୟ ଘରୋଇ ବସ୍ ମାଲିକ…

ରାଜ୍ୟରେ ଅନାଥ ଶିଶୁଙ୍କ ସର୍ଭେ କରିବେ ସରକାର

ଭୁବନେଶ୍ୱର: ରାଜ୍ୟରେ ଅନାଥ ଏବଂ ଏକକ ପିତାମାତା ଥିବା ପିଲାମାନଙ୍କର ଅଧିକାର ଏବଂ ମୌଳିକ ଆବଶ୍ୟକତା ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାର ଏକ ସର୍ଭେ କରିବେ। ସରକାରୀ ସୂତ୍ର ଅନୁଯାୟୀ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏହି ସମ୍ପର୍କରେ…