ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର…
