ଛେନା ବୋଝେଇ ଅଟୋରେ ଦୁର୍ବୃତ୍ତର ତାଣ୍ଡବ : ଏକ କୁଇଣ୍ଟାଲ ଛେନାକୁ ଫିଙ୍ଗିଦେଲା

ଭୁବେନଶ୍ବର : ଛେନା ବୋଝେଇ ଅଟୋରେ ଦୁର୍ବୃତ୍ତ ତାଣ୍ଡବ ରଚିଛି। ଏକ କୁଇଣ୍ଟାଲ ଛେନାକୁ ଦୁର୍ବୃତ୍ତ ଫିଙ୍ଗି ଦେଇଛି। ପୁରୀ ଜିଲ୍ଲା ନିମାପଡ଼ା ଅଞ୍ଚଳରେ ଆଜି ସନ୍ଧ୍ୟାରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ଆଜି ସନ୍ଧ୍ୟା ୫ଟା ସମୟରେ…

ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା, ୩ ଗୁରୁତର ଆହତ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ଵରରେ ରବିବାର ସକାଳେ ସିରିଜ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅନ୍ୟ ୨ଟି କାର ଏବଂ ଏକ ଅଟୋକୁ ଧକ୍କା ଦେବା ଫଳରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। କାର ଚାଳକ ଜଣ ନିଶାସକ୍ତ ଅବସ୍ଥାରେ…

ବାପାଙ୍କ ଅସ୍ଥି ବିସର୍ଜନ କଲେ ବାବୁସାନ୍‌, କାହିଁକି ଲଣ୍ଡା ହୋଇ ନଥିଲେ କହିଲେ ଅଭିନେତା

ଭୁବନେଶ୍ଵର: ଦିବଙ୍ଗତ ଓଲିଉଡ଼ ଅଭିନେତା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କଲେ ପୁଅ ତଥା ଅଭିନେତା ବାବୁସାନ୍‌ ମହାନ୍ତି। ପୁରୀ ମହୋଦଧିରେ ବାପାଙ୍କ ଅସ୍ଥି ବିସର୍ଜନ କରି ଲଣ୍ଡା ହୋଇଛନ୍ତି ବାବୁସାନ୍। ପରମ୍ପରା ହିସାବରେ ସେ ଅସ୍ଥି ବିସର୍ଜନ କରିଛନ୍ତି। ଶ୍ୱେତଗଙ୍ଗା…

ବେକରେ ଦଉଡ଼ି ଲଗାଇ ଜୀବନ ହାରିଲେ ଶିକ୍ଷୟିତ୍ରୀ, କାରଣ ଅସ୍ପଷ୍ଟ

ରାୟଗଡ଼ା: ସ୍ବାମୀ ଘରେ ନଥିବା ବେଳେ ଶିକ୍ଷୟିତ୍ରୀ ସ୍ତ୍ରୀ ଘର ଭିତରେ ବେକରେ ଦଉଡ଼ି ଲଗାଇ ଜୀବନ ହାରିଛନ୍ତି। ରାୟଗଡ଼ା ଜିଲ୍ଲା ମୁନିଗୁଡ଼ର ଅଞ୍ଚଳରେ ଶିକ୍ଷୟିତ୍ରୀ ଜୀବନ ହାରିଛନ୍ତି। ମୃତ ଶିକ୍ଷୟିତ୍ରୀ ହେଲେ ଅତସୀ ତ୍ରିପାଠୀ। ପ୍ରାପ୍ତ ସୂଚନା ଅନୁସାରେ ମୁନିଗୁଡା…

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମସ୍ତ ସାତଟି ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

ଭୁବନେଶ୍ୱର,୧।୬: ଭାରତୀୟ ରେଳବାଇର ଏକ ପ୍ରମୁଖ ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚିଛି। ନୟାଗଡ଼ ଜିଲାର ବୁଗୁଡ଼ା ଓ ଦାଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T2 ର ଅନ୍ତିମ ବ୍ରେକଥ୍ରୁ ମେ ୩୦,…

କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ଦେଲେ ବଡ ନିର୍ଦ୍ଦେଶ

ଭୁବନେଶ୍ୱର,୧।୬: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ…

ବେଆଇନ ମଦ କାରବାରକୁ ବିଜେପି ନେତା ପ୍ରଶୟ ଦେଉଛନ୍ତି: ସପ୍ତଗିରି

ଲକ୍ଷ୍ମୀପୁର: ରାଜ୍ୟରେ ବେଆଇନ ମଦ କାରବାର ଚାଲିଛି। ବେଆଇନ ମଦ କାରବାରକୁ ବିଜେପି ନେତା ପ୍ରଶୟ ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା। ପୁଲିସ ଓ ଅବକାରୀ ବିଭାଗର ଜାଣତରେ ଲକ୍ଷ୍ମୀପରୁରେ ବେଆଇନ ମଦ କାରବାର ହେଉଛି। ଏହାର ସ୍ଥାନୀୟ ବିଜେପି…

ବିଧାୟକଙ୍କ ଜିଦ୍ ପରେ ନଇଁଲା ପ୍ରଶାସନ: ଜୁନ୍‌ ୬ରେ ତ୍ରିପାକ୍ଷିକ ଆଲୋଚନା, ନିଷ୍ପତ୍ତି ଯାଏଁ କୋଇଲା ପରିବହନ ବନ୍ଦ

ସୁନ୍ଦରଗଡ଼: ‘ଅଟକ ନୁହେଁ, ଆମକୁ ଗିରଫ କରି ଜେଲ୍‌ ପଠାଅ । ନଚେତ କୋର୍ଟ ଆଦେଶ ଆସିବା ଯାଏଁ ରେଳ ସାଇଡିଂରେ କୋଇଲା ପରିବହନ ବନ୍ଦ କର’। ଶୁକ୍ରବାର ବରପାଲି ଆନ୍ଦୋଳନସ୍ଥଳରୁ ୭୦ ଜଣ ଗ୍ରାମବାସୀଙ୍କ ସହ ତାଙ୍କୁ ପୁଲିସ ଉଠାଇ…

ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଜବତ

ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ…

ଓମ୍‌ଫେଡ଼ କ୍ଷୀର ଦର ୨ ଟଙ୍କା ବଢିବ, ଲିଟର ପିଛା ୩ ଟଙ୍କା ଅଧିକ ଦାମ୍ ପାଇବେ ଉତ୍ପାଦକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ବିଶ୍ବ ଦୁଗ୍ଧ ଦିବସ-୨୦୨୫ ପାଳିତ ହୋଇଯାଇଛି। ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ…