ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ
ବାଲେଶ୍ୱର: ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ । ବାଲେଶ୍ୱର ଏସପି ନିୟମ ଭାଙ୍ଗିଥିବା କନଷ୍ଟେବଳଙ୍କ ବିରୋଧରେ ଆକ୍ସନ ନେଇଛନ୍ତି । ନିଲମ୍ୱିତ ୫ କନଷ୍ଟେବଳ ବାଲେଶ୍ୱର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଜିଲ୍ଲାପାଳଙ୍କ…