କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍, ୨୪ ଘଣ୍ଟାରେ ୬ ମୃତ
ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଡରାଇବାକୁ ଲାଗିଲାଣି। କରୋନାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦୦୦ ପାର୍ ହୋଇଛି। ରବିବାର ସକାଳ ୮ଟାସୁଦ୍ଧା ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୧୩୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୩୭୮…
