ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ…

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।  ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ ବେଆଇନ ବାଲି…

ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ…

କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା

କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ ।  ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ ପାଖରେ…

ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ…

ଆର୍‌ପିଏସ୍‌ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ

ଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ଏହି ପଦବିରେ…

କଟକ ରାଣୀହାଟରେ ବିଭିନ୍ନ ଔଷଧ ଦୋକାନରେ ଚଢାଉ

କଟକ : କଟକ ରାଣୀହାଟ ସ୍ଥିତ ବିଭିନ୍ନ ଔଷଧ ଦୋକାନରେ ମଙ୍ଗଳବାର ଚଢାଉ କରାଯାଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ କଟକ ରାଣୀହାଟ ବଜାର ସ୍ଥିତ ଏକାଧିକ ଔଷଧ ଦୋକାନରେ ଟିମ୍ ଯାଞ୍ଚ କରିଛି। ଏହି ସବୁ ଦୋକାନରେ ବିକ୍ରି ହେଉଥିବା…

ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା

ଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ । ତେବେ ଆଜି ଶଙ୍ଖ ଭବନରେ…

ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ଅସ୍ତ୍ରବିରତିକୁ ପୂରିଲା ମାସେ । ଆଜିକୁ ୩୦ ଦିନ ତଳେ ଦୁଇ ଦେଶ ମଧ୍ୟରେ ହୋଇଥିଲା ଅସ୍ତ୍ରବିରତି ଘୋଷଣା । ମେ ୧୦ ତାରିଖ ଦିନ ସଂଧ୍ୟାରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣା ହୋଇଥିଲା । ପହଲଗାମରେ ଆତଙ୍କୀ ହମଲା…

ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ

ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି ।  ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି…