ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ
ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ପୁଲିସ…