ପୁଣି ଫେରିବ ମୌସୁମୀ ବର୍ଷା, ଜୁନ ୨୦ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଏଥର ରଜ ଫିକା ପଡ଼ିବ ! ପାଗ ବଦଳିଥିବାରୁ ମୌସୁମୀ ବର୍ଷାରେ ଓଡ଼ିଶା ଭିଜିବ। ଆସନ୍ତା ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। ଉତ୍ତର-ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି,…

ଇରାନ ସେନା ମୁଖ୍ୟ, କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ: ଭୟଙ୍କର ପରିଣାମ ଭୋଗିବାକୁ ଇସ୍ରାଏଲକୁ ଖାମନେଇଙ୍କ ଚେତାବନୀ

ତେହେରାନ : ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ବଡ଼ କ୍ଷତି ଘଟିଛି। ଇରାନର ପରମାଣୁ କେନ୍ଦ୍ରକୁ ଟାର୍ଗେଟ କରି ଇସ୍ରାଏଲ ଆକ୍ରମଣ କରିଥିବାବେଳେ ଏଥିରେ ଇରାନ ରିଭୋଲ୍ୟୁସନାରି ଗାର୍ଡ ମୁଖ୍ୟ ଜେନେରାଲ ବଘେରି ଏବଂ କମାଣ୍ଡର ଇନ ଚିଫ ହୋସେନ ସଲାମିଙ୍କ…

ବାଇକ୍‌ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ…

ବାପାଙ୍କୁ କ’ଣ କଥା ଦେଇଥିଲେ ଏୟାର ଇଣ୍ଡିଆ ବିମାନର ପାଇଲଟ, ଯାହା ରହିଗଲା ଅଧା

ନୂଆଦିଲ୍ଲୀ  : ଗୁରୁବାର (ଜୁନ ୧୨, ୨୦୨୫) ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ ହେବାର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନରେ ମୋଟ ୨୪୨ ଜଣ ଥିଲେ, ଯେଉଁଥିରେ ଦୁଇଜଣ ପାଇଲଟ ଏବଂ…

ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ…

୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ…

ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍

ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ…

ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ…

ଯାଜପୁରରେ ବ୍ୟାପୁଛି ଡାଇରିଆ: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ…

୩୬ ଘଣ୍ଟା ପରେ ଭଦ୍ରକରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ଭଦ୍ରକ: ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି…