ବାଲୁକା କଳାରେ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଅର୍ନ୍ତଜାତୀୟ ବିଶ୍ଵ ଯୋଗ ଦିବସ। ପ୍ରତ୍ୟେକ ବ୍ୟକ୍ତି ଦିନକୁ ଦୁଇ ଘଣ୍ଟା ଯୋଗ ଓ ପ୍ରାଣାୟାମ କଲେ ସୁସ୍ଥ ଓ ସାତଜ ଜୀବନ ଯାପନ କରିହେବ ବୋଲି ଯୋଗ ପ୍ରଶିକ୍ଷକମାନେ ମତ ଦିଅନ୍ତି। ସୁସ୍ଥ ଜୀବନ ଅତିବାହିତ କରିବାରେ…

ଯାତ୍ରାପାର୍ଟି ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅଭିନେତା କାହ୍ନା

ଭୁବନେଶ୍ୱର,୨୧ା୬: ଥମୁନି ଯାତ୍ରାପାର୍ଟି ମାଲିକଙ୍କ ନାଁରେ ବିବାଦ। ଏବେ ସିଂହବାହିନୀ ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଯାତ୍ରା କଳାକାର ତଥା ଭିଲିଆନ୍‌ କାହ୍ନା। ସେ କହିଛନ୍ତି, ସିଂହବାହିନୀ ଯାତ୍ରାପାର୍ଟି ମାଲିକ ସଞ୍ଜୀବ ପାଢ଼ୀ ମୋତେ ଜୀବନରୁ ମାରି ଦେଇଥାନ୍ତେ। ଷଡ଼ଯନ୍ତ୍ର…

ବନ୍ୟପ୍ରାଣୀ ନିୟମ ଅନୁଯାୟୀ ମାନବ ମୃତ୍ୟୁ ଏବଂ ଘର କ୍ଷତି ପାଇଁ ଅନୁକମ୍ପାମୂଳକ ସହାୟତା ସଂଶୋଧନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର: ବନ୍ୟପ୍ରାଣୀ (ସୁରକ୍ଷା) (ଓଡ଼ିଶା) ନିୟମ ୧୯୭୪ର ନିୟମ ୪୫-କେକେ ଦ୍ୱାରା ପ୍ରଦତ୍ତ କ୍ଷମତା ବ୍ୟବହାର କରି ଓଡ଼ିଶା ସରକାର ଶନିବାର ଦିନ ମାନବ ହତ୍ୟା ଏବଂ ଘର କ୍ଷତି ପାଇଁ ଅନୁକମ୍ପାମୂଳକ ସହାୟତାକୁ ସଂଶୋଧନ କରିଛନ୍ତି। ତଦନୁସାରେ, ମାନବ ମୃତ୍ୟୁ…

ଡାଇରିଆ ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟ ନିୟନ୍ତ୍ରଣରେ ଥିବା ଘୋଷଣା କଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଲୋକସେବା ଭବନରେ ରାଜ୍ୟର ଛଅଟି ଜିଲ୍ଲାରେ ଡାଇରିଆ ପରିସ୍ଥିତି ସମୀକ୍ଷା କରିଛନ୍ତି ଏବଂ ଏହାର ପ୍ରକୋପକୁ ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପଦକ୍ଷେପର ମୂଲ୍ୟାଙ୍କନ କରିଛନ୍ତି। ବୈଠକରେ ଆଲୋକପାତ କରାଯାଇଥିଲା ଯେ,…

ଜମି ବିବାଦ ହିଂସା: ଗୋଷ୍ଠୀ ଆକ୍ରମଣରେ ୩ ଯୁବକ ଗୁରୁତର ଆହତ

ଭୁବନେଶ୍ୱର: ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଏକ ଜମି ବିବାଦକୁ ନେଇ ଶନିବାର ଘଟିଥିବା ହିଂସାତ୍ମକ ସଂଘର୍ଷରେ ତିନି ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ବିଶୁ, ବାପି ଏବଂ ସଂଗ୍ରାମ ବୋଲି ଚିହ୍ନଟ କରାଯାଇଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ…

୩୭୮ ପଞ୍ଜୀକୃତ ଛାତ୍ରୀଙ୍କ ମଧ୍ୟରୁ ମାତ୍ର ୫ଜଣ ସ୍କୁଲରେ ଉପସ୍ଥିତ: ଭର୍ତ୍ସନା ‌କଲେ ମନ୍ତ୍ରୀ

ଫୁଲବାଣୀ: ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ପକନାଗାଁ ଗ୍ରାମର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ ଏବଂ ଛାତ୍ରୀଙ୍କ ଉପସ୍ଥାନ କମ ଥିବାରୁ ସ୍କୁଲ କର୍ମଚାରୀଙ୍କୁ ଭର୍ତ୍ସନା କରିଥିଲେ। ୩୭୮…

ନିମ୍ନମାନର ଏବଂ ବାସି ଖାଦ୍ୟ ବିକ୍ରି ଅଭିଯୋଗ: ଭୁବନେଶ୍ୱରର ବିଭିନ୍ନ ହୋଟେଲରେ ଚଢ଼ଉ

ଭୁବନେଶ୍ବର: ସାଧାରଣ ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଉଥିବା ଦୃଷ୍ଟିରୁ, ଗ୍ରାହକମାନଙ୍କୁ ନିମ୍ନମାନର ଏବଂ ବାସି ଖାଦ୍ୟ ବିକ୍ରି ହେଉଥିବା ରିପୋର୍ଟ ଆସିବା ପରେ ଶନିବାର ରାଜଧାନୀ ସହରର ଅନେକ ହୋଟେଲରେ ଚଢାଉ କରାଯାଇଛି। ଖାଦ୍ୟ ସୁରକ୍ଷା ବିଭାଗ ସହିତ ମିଳିତ ଭାବରେ…

ମଝି ଆକାଶରେ ସରିଗଲା ଇନ୍ଧନ, ଇଣ୍ଡିଗୋ ବିମାନର ଜରୁରୀ ଅବତରଣ

ନୂଆଦିଲ୍ଲୀ : ମଝି ଆକାଶରେ ବିମାନରୁ ସରିଗଲା ଇନ୍ଧନ। ଫଳରେ ବାଧ୍ୟହୋଇ ପାଇଲଟ ବିମାନକୁ ଜରୁରୀ ଅବତରଣ କରାଇଛନ୍ତି। ଗତ ଗୁରୁବାରର ଏହି ଘଟଣା ଏବେ ସାମ୍ନାକୁ ଆସିଛି। ଇଣ୍ଡିଗୋ ବିମାନ ୬ଇ ୬୭୬୪ ଗୁଆହାଟୀରୁ ଚେନ୍ନଇ ଯାଉଥିଲା। କିନ୍ତୁ ମଛି…

ଯୋଗ ହେଉଛି ଏକ ଶକ୍ତିଶାଳୀ ଉପକରଣ ଏବଂ ଏକ “ବିରାମ ବଟନ୍’’ ବା ‘‘ପଜ୍‌ ବଟନ୍‌’ : ମୋଦି

ନୂଆଦିଲ୍ଲୀ: ଆଜି ବିଶ୍ବ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର କହିଛନ୍ତି ଯେ ଯୋଗ ହେଉଛି ଏକ ଶକ୍ତିଶାଳୀ ଉପକରଣ ଏବଂ ଏକ "ବିରାମ ବଟନ୍’’ ବା ‘‘ପଜ୍‌ ବଟନ୍‌’’। ଯାହା ମାନବଜାତିକୁ ନିଶ୍ୱାସ ନେବା, ସନ୍ତୁଳନ…

ଇରାନରୁ ଫେରୁଛନ୍ତି ଭାରତୀୟ ଛାତ୍ର; ଆଜି ଦିଲ୍ଲୀରେ ପହଞ୍ଚିବ ଆଉ ଦୁଇ ବିମାନ

ନୂଆଦିଲ୍ଳୀ: ଇରାନରୁ ନିଜ ଦେଶକୁ ଫେରୁଛନ୍ତି ଭାରତୀୟ ନାଗରିକ। ମଶାଦରୁ ଏକ ବିମାନ ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି। ଯେଉଁଥିରେ ୨୯୦ ଜଣ ଭାରତୀୟ ଛାତ୍ର, ଅଧିକାଂଶ ଜମ୍ମୁ ଏବଂ କଶ୍ମୀରର ଥିଲେ। ଆଜି ମଶାଦରୁ ଆଉ…