ଯାଇପାରିଲାନି ଗାଡ଼ି, ରୋଗୀଙ୍କୁ ୧କିମି ବୋହିଲେ ପରିବାର ଲୋକେ

ନୂଆପଡ଼ା: ପୁଣି ଥରେ ଖଟିଆରେ ରୋଗୀ ବୁହାଯିବା ଘଟଣା ସାମ୍ନାକୁ ଆସିଛି। ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ କେନ୍ଦୁମୁଣ୍ତା ପଞ୍ଚାୟତ ଜାମପାଣି ଗ୍ରାମ ମହୁଲପଡ଼ାରେ ଏହି ଘଟଣା ଦେଖିବାକୁ ମିଳିଛି। ଗାଁର ଗଦାଧର ନାଏକଙ୍କ ଗୋଡ଼ ଭାଙ୍ଗି ଯିବାରୁ ଚିକିତ୍ସା…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଭୁବନେଶ୍ଵର: ଓଡ଼ିଶାରେ ନାରୀ ଅସୁରକ୍ଷିତ। ଦିନକୁ ଦିନ ମହିଳାମାନଙ୍କ ଉପରେ ଗଣଦୁର୍ଷମ ଓ ଅତ୍ୟାଚାର ବଢି ବଢି ଚାଲିଛି। ଏହା ବିରୋଧରେ ବୁଧବାର ରାଜ୍ୟର ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ବିଜେଡିର ଅଲ ଓଡ଼ିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ। ରାଜ୍ୟରେ ବଢି ଚାଲିଥିବା…

ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ…

କଟକରେ ବର୍ଷା: ଭୁଶୁଡ଼ିଲା ଶିଶୁଭବନ କାନ୍ଥ, ସିଡିଏରେ ଦବିଲା ୨୦ ଫୁଟ୍‌ ରାସ୍ତା

କଟକ/ବାରଙ୍ଗ: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କଟକ ସହର ଏଥିରୁ ବାଦ୍‌ ପଡ଼ି ନାହିଁ। କଟକ ସହିତ ଏହାର ଆଖପାଖ ଅଞ୍ଚଳରେ…

ଘୂର୍ଣ୍ଣିବଳୟ ସକ୍ରିୟ; ୩ଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା…

ବିଜେପି ନିର୍ଦ୍ଦେଶ ଦେଲା ଆଉ କଂଗ୍ରେସ ମାନିଗଲା: କେଜ୍ରିୱାଲ

ଦିଲ୍ଲୀ: ଆମ ଆଦମୀ ପାର୍ଟି (AAP) ଗୁଜରାଟର ଭିସାବାଦର ଆସନ ଏବଂ ପଞ୍ଜାବର ଲୁଧିଆନା ପଶ୍ଚିମ ଆସନରେ ବିଜୟ ହୋଇଛି । ଏହା ସହିତ, ଦଳ ମିଶନ ୨୦୨୭ ଆରମ୍ଭ କରିଛି। ୨୦୨୭ରେ ପଞ୍ଜାବ ଏବଂ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ…

ଆମାଜନ ମାଲିକ ୬୧ ବର୍ଷୀୟ ଜେଫ୍ ବେଜୋସ୍ ଦ୍ୱିତୀୟ ଥର ପାଇଁ ବିବାହ କରିବେ ୫୫ ବର୍ଷୀୟ ପ୍ରେମିକାଙ୍କୁ

ଭେନିସ୍: ଆମାଜନ ମାଲିକ ଏବଂ ବିଶ୍ୱର ତୃତୀୟ ସବୁଠାରୁ ଧନୀ ବ୍ୟକ୍ତି ଜେଫ୍ ବେଜୋସ୍ ଦ୍ୱିତୀୟ ଥର ପାଇଁ ବିବାହ କରିବାକୁ ଯାଉଛନ୍ତି। ସେ ତାଙ୍କ ଗର୍ଲଫ୍ରେଣ୍ଡ ଲରେନ୍ ସାଞ୍ଚେଜ୍‌ଙ୍କୁ ବିବାହ କରିବେ। ଏହି ବିବାହ ଇଟାଲୀର ସୁନ୍ଦର ସହର ଭେନିସ୍‌ରେ…

ଦକ୍ଷିଣ ଗାଜାରେ ଯୁଦ୍ଧ ଅଭିଯାନ ସମୟରେ ୭ ଇସ୍ରାଏଲ ସୈନିକ ମୃତ

ତେଲ ଅଭିବ : ଦକ୍ଷିଣ ଗାଜାରେ ଯୁଦ୍ଧ ଅଭିଯାନ ସମୟରେ ଏକ ବିସ୍ଫୋରକ ଡିଭାଇସ୍ ସେମାନଙ୍କ ସଶସ୍ତ୍ର ଯାନରେ ଆଘାତ ପାଇବା ପରେ ଇସ୍ରାଏଲର ସାତ ଜଣ ସୈନିକଙ୍କ ମୃତ୍ୟୁ ଘଟିଥିବା ଇସ୍ରାଏଲ ସ୍ପଷ୍ଟ କରିଛି। ଗତକାଲି ଖାନ ୟୁନିସରେ ଗାଡ଼ି…

ଇସ୍ରାଏଲ ପାଇଁ ଗୁପ୍ତଚର କାର୍ଯ୍ୟ ଅଭିଯୋଗରେ ୩ ଜଣଙ୍କୁ ମୃତ୍ୟୁଦଣ୍ଡ ଦେଲା ଇରାନ

ତେହେରାନ : ଇସ୍ରାଏଲର ଗୁପ୍ତଚର ସଂସ୍ଥା ମୋସାଦ ପାଇଁ ଗୁପ୍ତଚର କାର୍ଯ୍ୟ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ତିନି ଜଣଙ୍କୁ ଆଜି ଇରାନ ମୃତ୍ୟୁଦଣ୍ଡ ଦେଇଛି। ଜୁନ୍ ୧୪ ଏବଂ ଜୁନ୍ ୨୩ ତାରିଖରେ ମଧ୍ୟ ସମାନ ମୃତ୍ୟୁଦଣ୍ଡ ଦିଆଯାଇଥିଲା।…

CBSEର ବଡ଼ ନିଷ୍ପତ୍ତି, ଏଣିକି ବର୍ଷକୁ ୨ ଥର ହେବ ଦଶମ ବୋର୍ଡ଼ ପରୀକ୍ଷା

ନୂଆଦିଲ୍ଲୀ,୨୫।୬: ଯଦି ଆପଣଙ୍କ ପିଲାମାନେ ଦଶମ ଶ୍ରେଣୀ ପାଇଁ ପ୍ରସ୍ତୁତି କରୁଛନ୍ତି ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପଦ୍ଧତିରେ ଏକ ବଡ଼ ପରିବର୍ତ୍ତନ…