ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆକ୍ସିଅମ୍- ୪ ମିଶନର ଅଂଶ ଭାବରେ ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS)ରେ ଅଛନ୍ତି ଭାରତର ଦ୍ୱୀତିୟ ମହାକାଶଚାରୀ ଶୁଭାଂଶୁ। ବୁଧବାର ISSକୁ ଐତିହାସିକ ଯାତ୍ରାରେ ଉଡ଼ାଣ…