ଆଡ଼ପ ମଣ୍ଡପରେ ବିରାଜିଲେ ଚତୁର୍ଦ୍ଧା ମୂରତି
ପୁରୀ: ଘୋଷଯାତ୍ରାର ତୃତୀୟ ଦିବସରେ ଭକ୍ତିମୟ ପରିବେଶ ମଧ୍ୟରେ ଜନ୍ମବେଦୀରେ ପହଞ୍ଚିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଗୋଟିଏ ଦିନ ବିଳମ୍ବରେ, ରବିବାର ସନ୍ଧ୍ୟାରେ ଗୋଟି ପହଣ୍ଡିରେ ମହାପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ମନ୍ଦିର ସ୍ଥିତ ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି।…