July 2025

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୧୫ ଜିଲ୍ଲାକୁ ବର୍ଷା ଆଲର୍ଟ

ଭୁବନେଶ୍ୱର: ବନ୍ୟା ଛନକା ଭିତରେ ବର୍ଷା ଭୟ। ଆସନ୍ତା ୨ ଦିନ ଅଧା ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ଓ କାଲି ପାଣିପାଗ ବିଭାଗର ୧୫ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ। କାଲି ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝରରେ…

‘ଅପରେସନ ମହାଦେବ’: ୩ ଆତଙ୍କୀ ସଫା

ଜମ୍ମୁ: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଶ୍ରୀନଗର ହରଓ୍ବାନ ଦଚିଗାମ ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି। ଆତଙ୍କୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେସନ ମହାଦେବ’ ନାଁ ଦିଆଯାଇଛି। ଏହି ଅପରେସନରେ…

ଟିଟିଲାଗଡ଼ରେ ଅର୍ଥାଭାବରୁ ଶିଶୁ ବିକ୍ରି ଅଭିଯୋଗ, ବରଗଡ଼ରୁ ଉଦ୍ଧାର ହେଲା ବିକ୍ରି ହୋଇଥିବା ଶିଶୁ

ବଲାଙ୍ଗିର: ବିକ୍ରି ହୋଇଥିବା ଶିଶୁ ଉଦ୍ଧାର ହେଲା । ବଲାଙ୍ଗିର ଟିଟିଲାଗଡ଼ରେ ଅର୍ଥାଭାବରୁ ଶିଶୁ ବିକ୍ରି ଅଭିଯୋଗ ହୋଇଥିଲା । ଟିଟିଲାଗଡ ବ୍ଲକ ଭାଲେଗାଁ ପଞ୍ଚାୟତ ବାଗଡେର ଗାଁର ଦମ୍ପତି ନିଜର ନବଜାତ କନ୍ୟା ସନ୍ତାନକୁ ବିକ୍ରି କରି ଦେଇଥିବା ଅଭିଯୋଗ…

ଗୋରେଖନାଥଙ୍କ ଦର୍ଶନ ସାରି ଫେରୁଥିବା ବେଳେ ଚଢିଗଲା ବସ୍;୨ ମୃତ

ଜଗତସିଂହପୁର:ଆଜି ଶ୍ରାବଣ ମାସ ତୃତୀୟ ସୋମବାର । ତେବେ ଗୋରେଖନାଥଙ୍କୁ ଦର୍ଶନ ସାରି ଫେରୁଥିବା ବେଳେ ନାଉଗାଁ ବ୍ଲକର ପାଳସାହିଠାରେ ଘଟିଛି ଦୁର୍ଘଟଣା । ୪ ଯୁବକ ବାଇକରେ ଫେରୁଥିବା ବେଳେ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ…

ଜେଲ୍ ଗଲେ ଭୁବନେଶ୍ବର କର୍ପୋରେଟର ଅମରେଶ ଜେନା

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମ ମାମଲାରେ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ରେ ବିଜୁ ଜନତା ଦଳ (ବିଜେଡି)ରୁ କର୍ପେରେଟର ଅମରେଶ ଜେନା ଜେଲ୍‌ ଯାଇଛନ୍ତି। କୋର୍ଟରେ ଜାମିନ ନାମାଞ୍ଜୁର ପରେ ଅମରେଶ ଜେନାଙ୍କୁ ପୁଲିସ ଝାରପଡ଼ା ଜେଲ୍‌ ପଠାଇ ଦେଇଛି। ଅମରେଶ ଜେନାକୁ…

‘ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି’

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିରେ ୧୧ ହଜାରରୁ ଊଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ…

ଦିଲ୍ଲୀ ଅଭିମୁଖେ ବଳଙ୍ଗା ଥାନା ଅଧିକାରୀ, ପୀଡିତାଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରିବେ

ବଳଙ୍ଗା : ଦିଲ୍ଲୀ ଅଭିମୁଖେ ବଳଙ୍ଗା ଥାନା ଅଧିକାରୀ । ବଳଙ୍ଗା ନାବାଳିକା ପୋଡ଼ି ମାମଲାର ତଦନ୍ତ ପାଇଁ ଦିଲ୍ଲୀ ଗଲେ । ବଳଙ୍ଗା ଥାନା ଅଧିକାରୀ ଦିବ୍ୟ ରଞ୍ଜନ ପଣ୍ଡା ଓ ପୁରୀ ପୋଲିସ ହେଡ଼ କ୍ଵାଟର ମହିଳା DSP…

ରାଖି ପୂର୍ଣ୍ଣିମାରେ ଜୟପୁରରୁ ମିଳିବ ସୁଭଦ୍ରାର ୩ୟ କିସ୍ତି

ଭୁବନେଶ୍ୱର: ଅଗଷ୍ଟ ୯ ତାରିଖରେ ମହିଳାଙ୍କୁ ରକ୍ଷା ବନ୍ଧନ ଉପହାର ଦେବେ ସରକାର। ସୁଭଦ୍ରା ଯୋଜନା ଅଧୀନରେ ମୋଟ ୧.୨୪ କୋଟି ମହିଳା ହିତାଧିକାରୀ ୫,୦୦୦ ଟଙ୍କାର ତୃତୀୟ କିସ୍ତି ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ରବିବାର ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କୋରାପୁଟର…

ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲ ମାଟି ତଳୁ ବାହାରିଲା ୩୫ ଲକ୍ଷ ଟଙ୍କା

ମାଲକାନଗିରି : ମାଟି ତଳେ ୩୫ ଲକ୍ଷ ଟଙ୍କା । ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ୩୫ ଲକ୍ଷ ଟଙ୍କା ଜବତ କରିଛନ୍ତି ସୁରକ୍ଷା ବାହିନୀ । ସର୍ଚ୍ଚ ଅପରେସନ ଚାଲିଥିବାବେଳେ ମାଟି ତଳେ ପୋତା ହୋଇଥିବା ପ୍ରାୟ ୩୫…

ମହିଳା ଦୁଷ୍କର୍ମରେ ପ୍ରତିଯୋଗିତା କରୁଛନ୍ତି ବିଜେଡି-କଂଗ୍ରେସ: ବର୍ଷିଲା ଶାସକ ଦଳ

ଭୁବନେଶ୍ବର: ରାଜ୍ୟରେ ଏବେ ନାରୀ ନିର୍ଯାତନା, ଦୁଷ୍କର୍ମ ଭଳି ଖବର ଶୀର୍ଷରେ ରହିଥିବା ବେଳେ, ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଲଗାତାର ଏନେଇ ଏବେ ଘେରି ଆସୁଥିଲେ । କିନ୍ତୁ ବିଡମ୍ବନାର ବିଷୟ, ଗତ କିଛି ଦିନ…