ରାଜ୍ୟସଭାରୁ ଅବସର ନେଉଥିବା ୬ ସଦସ୍ୟଙ୍କୁ ବିଦାୟୀ ସମ୍ୱର୍ଦ୍ଧନା , ଜଣେ ସାଂସଦଙ୍କ ଫେରିବା ନିଶ୍ଚିତ
ନୂଆଦିଲ୍ଲୀ : ମୌସୁମୀ ଅଧିବେଶନ ବେଳେ ପୂର୍ବତନ ଉପରାଷ୍ଟ୍ରପତି ଜଗଦିପ୍ ଧନଖଡଙ୍କ ଇସ୍ତଫାରେ ରାଜ୍ୟସଭା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଗୁରୁବାର ଉପର ସଦନରେ ସେହି ୬ ସଦସ୍ୟଙ୍କୁ ବିଦାୟୀ ଦିଆଯାଇଛି, ଯାହାଙ୍କର କାର୍ଯ୍ୟକାଳ ଶେଷ ହେଉଛି। ଉପାଧ୍ୟକ୍ଷ ହରିବଂଶ ଏହି ପୂରା…
