July 2025

ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା…

ଲୋକେ ଏବେ ରାସ୍ତାରେ ପହଁରୁଛନ୍ତି.. ବିଜେପି-ଆପ୍‌ ଟ୍ୱିଟ୍‌ ଯୁଦ୍ଧ

ନୂଆଦିଲ୍ଲୀ : ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ…

ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ: ପିସିସି ସଭାପତି

ଭୁବନେଶ୍ଵର: ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା…

ବିହାର ବିଧାନସଭାରେ ହଙ୍ଗାମା…ଶାସକ ଓ ବିରୋଧୀ ଦଳର ବିଧାୟକଙ୍କ ଉପରେ ରାଗିଗଲେ ବାଚସ୍ପତି

ନୂଆଦିଲ୍ଲୀ ୨୩/୦୭: ବିହାର ବିଧାନସଭାରେ ହଙ୍ଗାମା । ‘ବାପା’ ଶବ୍ଦକୁ ନେଇ ଜୋରଦାର ହଟ୍ଟଗୋଳ । ସ୍ଥିତି ଏମିତି ହେଲା ଯେ, ରାଗିଯାଇଥିଲେ ବାଚସ୍ପତି ନନ୍ଦ କିଶୋର ଯାଦବ । ଏମିତିକି ଶାସକ ଓ ବିରୋଧୀଙ୍କ ଭଡକିଥିଲେ । ଛାଡି ଚାଲିଯାଇଥିଲେ…

ଗୋଆ ଦେଶର ସବୁଠୁ ଧନୀ ରାଜ୍ୟ, ବିହାର ସବୁଠୁ ଗରିବ

ନୂଆଦିଲ୍ଲୀ ୨୩।୭: ଭାରତର ଅର୍ଥ ବ୍ୟବସ୍ଥା ଲଗାତାର ଆଗକୁ ବଢିବାରେ ଲାଗିଛି, ହେଲେ ସବୁ ରାଜ୍ୟଙ୍କ ବିକାଶ ହାର ଏକା ଭଳି ନୁହେଁ। କେନ୍ଦ୍ର ଅର୍ଥମନ୍ତ୍ରାଳୟ ଲୋକସଭାରେ ଯେଉଁ ତାଜା ରିପୋର୍ଟ ଉପସ୍ଥାପନ କରିଛି ସେଥିରେ ଗୋଆକୁ ଦେଶର ସବୁଠୁ ଧନୀ…

ସଂସଦରେ ଉପସ୍ଥାପିତ ହେଲା ନ୍ୟାସନାଲ ସ୍ପୋର୍ଟସ୍ ଗଭର୍ଣ୍ଣାନ୍ସ ବିଲ୍, ଆଇନ ପରିସରଭୁକ୍ତ ହେବ BCCI

ନୂଆଦିଲ୍ଲୀ ୨୩।୭: କେନ୍ଦ୍ର କ୍ରିଡାମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ଲୋକସଭାରେ ନ୍ୟାସନାଲ ସ୍ପୋର୍ଟସ ଗଭର୍ଣ୍ଣାନ୍ସ ବିଲ୍-୨୦୨୫ ଉପସ୍ଥାପନ କରିଛନ୍ତି। ଏହି ବିଧେୟକ ଭାରତୀୟ କ୍ରିଡାରେ ପାରଦର୍ଶିତା, ଉତ୍ତରଦାୟୀ ଓ ଉନ୍ନତ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି। ଏହି…

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରଦ୍ଦ କଲେ ରାଜ୍ୟପାଳ

କଟକ ୨୩।୭: ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତିକୁ ରାଜ୍ୟପାଳ ରଦ୍ଦ କରିଛନ୍ତି । ଆଜି ଏ ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡ଼ଭୋକେଟ ଜେନେରାଲ । ତେଣୁ ଏ ସଂକ୍ରାନ୍ତୀୟ ମାମଲାର ଏକ ପ୍ରକାର ଅନ୍ତ ହୋଇଛି ବୋଲି କୁହାଯାଇପାରେ…

ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ଼ ଯୋଜନା, ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ବର ୨୩।୭: ନକଲି ଚାଷୀଙ୍କୁ ଧରିବା ପାଇଁ ସରକାରଙ୍କ ବଡ ଯୋଜନା । ଚଳିତ ବର୍ଷ ହେବ ଫର୍ମର e-KYC । କୃଷକ ମାନେ ପଞ୍ଜିକରଣ ଆଧାର କାର୍ଡ ସହିତ ସମସ୍ତ ତଥ୍ୟ ପ୍ରଦାନ କରିବେ । ଏହିସବୁ ଡକ୍ୟୁମେଣ୍ଟ ଅଫିସିଆଲ…

ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା !

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ଫିଟୁନି ରହସ୍ୟ : ସନ୍ଦେହ ଘେରରେ ପ୍ରଶ୍ନ ଛାପିଥିବା ଫାର୍ମ

କଟକ ୨୩।୭: ସ୍ପେସାଲ ଓଟିଇଟି ପ୍ରଶ୍ନ ଲିକ୍‌ ଘଟଣାର ରହସ୍ୟ ଫିଟୁନି । ତଦନ୍ତକୁ ୩ ଦିନ ବିତି ଯାଇଥିଲେ ମଧ୍ୟ କ୍ରାଇମ୍‌ବ୍ରାଞ୍ଚ ପ୍ରଘଟକାରୀଙ୍କ ଟେର୍‌ ପାଇପାରିନାହିଁ । ତଦନ୍ତକାରୀ ସଂସ୍ଥାର ବରିଷ୍ଠ ଅଫିସରମାନେ ବୋର୍ଡ କାର୍ଯ୍ୟାଳୟ କର୍ମଚାରୀଙ୍କୁ ତନ୍ନ ତନ୍ନ…