ରାଜ୍ୟର ପ୍ରମୁଖ ତୀର୍ଥକ୍ଷେତ୍ରର ହେବ କାୟାକଳ୍ପ: ଏକାମ୍ର, ବିରଜା ଓ ତାରିଣୀ ପୀଠର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଧାର୍ମିକ ପୀଠଗୁଡ଼ିକର ସାମଗ୍ରିକ ବିକାଶ ଏବଂ ସୌନ୍ଦର୍ଯ୍ୟକରଣ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଘଟଗାଁ ସ୍ଥିତ ମା' ତାରିଣୀ ପୀଠ,…

ବଳଙ୍ଗା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ପ୍ରଭାତୀ ପରିଡ଼ା

ନୂଆଦିଲ୍ଲୀ/ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି। ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ…

ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ୨୩।୦୭ : ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି । ଏଥିପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି…

ଘରୋଇ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ମାମଲା ରୁଜୁ ହେବାର ୨ ମାସ ଯାଏଁ ହେବନି ଗିରଫଦାରୀ

ନୂଆଦିଲ୍ଲୀ: ଘରୋଇ ହିଂସା ସହ ଜଡ଼ିତ ମାମଲାରେ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି । ଏହା ସହ ଆହ୍ଲାବାଦ ହାଇକୋର୍ଟଙ୍କ ଦୁଇ ବର୍ଷ ପୁରୁଣା ମାର୍ଗଦର୍ଶିକାକୁ ବଜାୟ ରଖି କହିଛନ୍ତି, ଭାରତୀୟ ଦଣ୍ଡ ସଂହିତାର ଧାରା ୪୯୮(ଏ) ଅଧିନରେ ରୁଜୁ…

କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ

ଭୁବନେଶ୍ବର: କର୍ମକ୍ଷେତ୍ରରେ ମହିଳା-ପୁରୁଷଙ୍କ ମଧ୍ୟରେ ତାରତମ୍ୟ ରଖନ୍ତୁ ନାହିଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ…

ଛାତ୍ରୀ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା: ସିବିଏସ୍‌ଇ ମଡେଲ୍ ଆପଣାଇବେ ରାଜ୍ୟ ସରକାର, ସ୍କୁଲରେ ଲାଗିବ ସିସିଟିଭି

ଭୁବନେଶ୍ବର: ରାଜ୍ୟର ବିଦ୍ୟାଳୟଗୁଡ଼ିକରେ ଛାତ୍ରୀମାନଙ୍କ ସୁରକ୍ଷାକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ଅନୁସରଣ କରାଯାଉଥିବା ସୁରକ୍ଷା ମାନଦଣ୍ଡ ଭଳି ଓଡ଼ିଶାର ସ୍କୁଲମାନଙ୍କରେ ମଧ୍ୟ ବିଭିନ୍ନ…

ବାଲେଶ୍ୱର ଘଟଣା: ରାଜ୍ୟ ସରକାରଙ୍କୁ କଂଗ୍ରେସର ତୀବ୍ର ସମାଲୋଚନା, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ବାଲେଶ୍ୱରର ଚର୍ଚ୍ଚିତ ଘଟଣାକୁ ନେଇ ଶାସକ ବିଜେପି ଉପରେ ବର୍ଷିଛି କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଆଜି କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିବା ସହ…

ଏବେ ତୁମେ ଛୋଟ ପିଲା, କିଛି ଜାଣିନ; ତେଜସ୍ବୀଙ୍କ ଉପରେ ବର୍ଷିଲେ ନୀତିଶ

ପାଟନା: ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗରେ ବୁଧବାର ବିହାର ବିଧାନସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଯେତେବେଳେ ଆରଜେଡି ନେତା ତେଜସ୍ୱୀ ଯାଦବ ସ୍ୱତନ୍ତ୍ର ସଂଶୋଧନ କରିବା ନେଇ ତୀବ୍ର ପ୍ରଶ୍ନ ପଚାରିଲେ, ସେତେବେଳେ ନୀତିଶ କୁମାର ତାଙ୍କ ଆସନରୁ…

ଯଥାଶୀଘ୍ର ହେବ ଉପରାଷ୍ଟ୍ରପତି ନିର୍ବାଚନ: ଜାଣନ୍ତୁ ସାମ୍ବିଧାନିକ ପ୍ରକ୍ରିୟା

ନୂଆଦିଲ୍ଲୀ: ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ତାଙ୍କ ଉତ୍ତରାଧିକାରୀ ଚୟନ ପାଇଁ ଯଥାଶୀଘ୍ର ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ସମ୍ବିଧାନର ଧାରା ୬୮(୨) ଅନୁଯାୟୀ, ଯଦି ଉପରାଷ୍ଟ୍ରପତିଙ୍କର ମୃତ୍ୟୁ, ଇସ୍ତଫା, ପଦଚ୍ୟୁତି କିମ୍ବା ଅନ୍ୟ କୌଣସି କାରଣରୁ ପଦବୀ…

ବାଂଲାଦେଶକୁ ଚିକିତ୍ସା ସହାୟତା ପଠାଇବ ଭାରତ: ବିଶେଷଜ୍ଞ ଡାକ୍ତର ଏବଂ ନର୍ସଙ୍କ ଦଳ ଢାକା ଯିବେ

ଢାକା: ଢାକା ବିମାନ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ଭାରତର ବିଶେଷଜ୍ଞ ଡାକ୍ତର ଏବଂ ନର୍ସଙ୍କ ଏକ ଦଳ ବାଂଲାଦେଶ ଯିବେ। ଏହି ବର୍ଣ୍ଣ ବିଶେଷଜ୍ଞ ଦଳ ଦୁର୍ଘଟଣାରେ ଜଳିପୋଡ଼ି ଆହତ ହୋଇଥିବା ପୀଡିତଙ୍କ ଚିକିତ୍ସା କରିବେ। ଡାକ୍ତରଙ୍କ ଦଳ ରୋଗୀଙ୍କ…