ଆସନ୍ତାକାଲିଠୁ ଚୀନ୍ ପାଇଁ ଭାରତ ଆରମ୍ଭ କରିବ ପର୍ଯ୍ୟଟନ ଭିସା
ନୂଆଦିଲ୍ଲୀ: ଏବେ ଭାରତ ଭ୍ରମଣରେ ଆସିପାରିବେ ଚୀନ୍ ନାଗରିକ। ଦୀର୍ଘ ପାଞ୍ଚ ବର୍ଷ ପରେ ଭାରତ ସରକାର, ଚୀନ୍ ନାଗରିକଙ୍କୁ ପର୍ଯ୍ୟଟନ ଭିସା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ପ୍ରକ୍ରିୟା ୨୪ ଜୁଲାଇ, ୨୦୨୫ରୁ ଅର୍ଥାତ୍ ଆସନ୍ତାକାଲିଠୁ ପୁନଃ ଆରମ୍ଭ…
