ଚୀନ୍କୁ ଚେକ୍ ଦେବା ପାଇଁ ଭାରତର ଯୋଜନା, ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପରେ ସାମରିକ ଘାଟୀ
ନୂଆଦିଲ୍ଲୀ : ଆରବ ମହାସାଗରରେ ଚୀନ୍କୁ ଚେକ୍ ଦେବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ରଣନୈତିକ ଦୃଷ୍ଟିରୁ ଗୁରୁତ୍ବପୂର୍ଣ୍ଣ ଲାକ୍ଷାଦ୍ବୀପର ବିତ୍ରା ଦ୍ବୀପକୁ ଅଧିଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ପ୍ରତିରକ୍ଷା ଘାଟୀ ଭାବେ ବ୍ୟବହାର କରାଯିବ। ଏବେ…
