ସୁନା ଚୋରା ଚାଲାଣ; ୧ବର୍ଷ ଜେଲରେ ରହିବେ ଅଭିନେତ୍ରୀ

ନୂଆଦିଲ୍ଲୀ: ସୁନା ଚୋରା ଚାଲାଣ ଘଟଣାରେ ସାଉଥ୍‍ ଅଭିନେତ୍ରୀ ରଣ୍ୟା ରାଓଙ୍କୁ ମିଳିଲାନି ଆଶ୍ୱସ୍ତି । ଫଳରେ ଗୋଟିଏ ବର୍ଷ ଜେଲ ଦଣ୍ଡ ଭୋଗିବେ ଏହି ଅଭିନେତ୍ରୀ ଜଣଙ୍କ । ଏନେଇ ବିଦେଶୀ ମୁଦ୍ରା ସଂରକ୍ଷଣ ଏବଂ ଚୋରାଚାଲାଣ ନିବାରଣ ଆଇନ…

ଏହି ମହିଳାଙ୍କୁ ମାଗଣାରେ ମିଳିବ ବସଯାତ୍ରାର ସୁଯୋଗ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଡିଟିସି ବସ୍‌ରେ ମହିଳାଙ୍କ ମାଗଣା ଯାତ୍ରା ସୁବିଧା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି ଯେ ଏବେ ଏହି ସୁବିଧା କେବଳ ଦିଲ୍ଲୀର ମହିଳାମାନଙ୍କ ପାଇଁ ହେବ,…

ଆରସିବିକୁ ଝଟକା : ଦଳାଚକଟା ମାମଲାରେ ଚାଲିବ ଫୌଜଦାରୀ ମାମଲା

ନୂଆଦିଲ୍ଲୀ : ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଆଇପିଏଲ୍‌ ୨୦୨୫ର ବିଜୟର ମୁକୁଟ…

ୟୁଲିଆ ସ୍ବିରିଡେଙ୍କୋ: ୟୁକ୍ରେନକୁ ମିଳିଲା ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

କିଭ୍: ରୁଷ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ୟୁକ୍ରେନ୍ ତାର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଚୟନ କରିଛି। ବୁଧବାର ଦିନ ୟୁକ୍ରେନ୍ ସଂସଦ ଭରଖେଭନା ରାଡାରେ ନିଆଯାଇଥିବା ଏକ ଐତିହାସିକ ନିଷ୍ପତ୍ତିରେ, ୟୁଲିଆ ସ୍ବିରିଡେଙ୍କୋଙ୍କୁ ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ…

ଯୋଗୀ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ଚିଠି ଲେଖି ଉତ୍ତର ମାଗିଲେ ଡିମ୍ପଲ ଯାଦବ

ନୂଆଦିଲ୍ଲୀ: ନିକଟରେ ଯୋଗୀ ସରକାର ନେଇଥିବା ନିଷ୍ପତ୍ତିକୁ ସମାଜବାଦୀ ପାର୍ଟି ସାଂସଦ ଡିମ୍ପଲ ଯାଦବ ବିରୋଧ କରି ଜିଲ୍ଲା ମାଜିଷ୍ଟ୍ରେଟ୍ ମୈନପୁରୀଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଡିମ୍ପଲ ଯାଦବ ଜିଲ୍ଲାରେ ସ୍କୁଲଗୁଡ଼ିକୁ ବନ୍ଦ/ମିଶ୍ରଣ/ଯୋଡ଼ିବା ନିର୍ଦ୍ଦେଶ ଦ୍ୱାରା ପ୍ରଭାବିତ ଶ୍ରେଣୀଗୁଡ଼ିକର ବିସ୍ତୃତ…

ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ…

ମହିଳାଙ୍କ ଦେହରେ ଲାଗିଲା ନିଆଁ; ବାଲେଶ୍ବରରୁ କଟକ ସ୍ଥାନାନ୍ତରିତ

ବାଲେଶ୍ବର: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଥିବା ବେଳେ ଆଜି ଜଣେ ମହିଳାଙ୍କ ଦେହରେ ନିଆଁ ଲାଗିବାରୁ ସେ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ସହଦେବଖୁଣ୍ଟା ଥାନା ଏଡିଏମ୍‌…

ସୁଶାସନ ପାଇଁ ଏଆଇର ଉପଯୋଗ ହେବ

ଭୁବନେଶ୍ବର: ସୁଶାସନ ପାଇଁ ଏଆଇ ବ୍ୟବହାର କରାଯିବ। ଜାତୀୟ ସୁଶାସନ କର୍ମଶାଳରେ ଓଡ଼ିଶା ମଡେଲ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପର୍ଯ୍ୟୟ ପ୍ରବଣ ରାଜ୍ୟରୁ ବାହାରି ଓଡିଶା ଏବେ ପ୍ରଗତିଶୀଳ ହୋଇଛି। ସୁଶାସନ…

ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍…

ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ। ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି…