ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍
ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍ଣ ୪ଟା…
