ଭାରତରେ ଖୋଲିଲା ଟେସ୍‌ଲା ଶୋ’ରୁମ୍‌, ସାମ୍ନାକୁ ଆସିଲା ପ୍ରଥମ ଝଲକ୍

ମୁମ୍ବଇ: ଲୋକପ୍ରିୟ ବୈଦ୍ୟୁତିକ କାର୍ ନିର୍ମାତା କମ୍ପାନୀ ଟେସ୍‌ଲା ଭାରତରେ ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ମଙ୍ଗଳବାର ମୁମ୍ବଇର ବିକେସିରେ ଟେସ୍‌ଲାର ପ୍ରଥମ ଶୋ’ରୁମ୍‌ର ଶୁଭାରମ୍ଭ ହୋଇଛି। ମୁମ୍ବଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସର ମେକର ମ୍ୟାକ୍ସିଟି ମଲ୍‌ରେ ଟେସ୍‌ଲା ଶୋ’ରୁମ୍ ଖୋଲିଛି।…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି

ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି।  ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି ।  ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ।  ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ…

ମହାକାଶରୁ ବାହୁଡ଼ିଲେ ଶୁଭାଂଶୁ ଶୁକ୍କାଙ୍କ ସମେତ ୪ ମହାକାଶଚାରୀ

ସମସ୍ତ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତ ପାଇଁ ଆସିଯାଇଛି ସେହି ଐତିହାସିକ ମୁହୂର୍ତ୍ତ। ମହାକାଶରୁ ସୁରକ୍ଷିତ ଫେରିଛନ୍ତି ଶୁଭାଂଶୁ ଶୁକ୍ଳା। ଅକ୍ସିଅମ୍‌-୪ ମିଶନ୍‌ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରକୁ ଯାଇଥିବା ଶୁଭାଂଶୁଙ୍କ ସମେତ ୪ ମହାକାଶଚାରୀ ପୃଥିବୀ ପୃଷ୍ଠରେ ପହଞ୍ଚିଛନ୍ତି। ଭାରତୀୟ ସମୟାନୁସାରେ,…

ସୌମ୍ୟାଶ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, କହିଲେ ଦାୟୀ ବ୍ୟକ୍ତିଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ

ଭୁବନେଶ୍ୱର : କଠୋର କାର୍ଯ୍ୟାନୁଷ୍ଠାନ ହେବ । ଛାତ୍ରୀ ମୃତ୍ୟୁ ଘଟଣାରେ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ । ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ସେସିଆଲ…

ରାଜନୀତି କରନି, ସରକାରଙ୍କ ଉପରେ ବିଶ୍ୱାସ ଅଛି: ମୃତ ସୌମ୍ୟାଶ୍ରୀଙ୍କ ବାପା

ଭୁବନେଶ୍ୱର: ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ପରେ ମଙ୍ଗଳବାର ଦିନ ଶୋକାକୁଳ ପରିବେଶରେ ପୈତୃକ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଯୌନ ନିର୍ଯାତନାର ଅଭିଯୋଗରେ ନ୍ୟାୟ ପାଇବା ପାଇଁ ଆତ୍ମଦାହ କରିଥିବା ସୌମ୍ୟାଶ୍ରୀ ବିସି ସୋମବାର ବିଳମ୍ବିତ ରାତିରେ…

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ରାଜ୍ୟ ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ସୋସିଆଲ ମିଡିଆ Xରେ ପୋଷ୍ଟ କରି ରାହୁଲ ଉଲ୍ଲେଖ କରିଛନ୍ତି ଯେ ନ୍ୟାୟ ପାଇଁ ଲଢୁଥିବା ଝିଅକୁ ସିଧା ବିଜେପି ସିଷ୍ଟମ ଦ୍ବାରା…

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣା: ୫ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାରେ ୫ ‌ଅଭିଯୁକ୍ତଙ୍କୁ ଜାମିନ। ଗିରଫ ୫ ଅଭିଯୁକ୍ତଙ୍କୁ ଜାମିନ୍ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌। ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର,…

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କଲେ ନବୀନ, କହିଲେ ଏହା ଏକ ଯୋଜନାବଦ୍ଧ ଅନ୍ୟାୟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏମସରେ ଚିକିତ୍ସିତ ହେଉଥିବା ବାଲେଶ୍ବର ଏଫଏମ କଲେଜ ପୀଡ଼ିତାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ…

ଆସନ୍ତା ୩ ମାସ ଭିତରେ ଇ-କେୱାଇସି ନକଲେ ରାଶନ କାର୍ଡ କଟାଯିବ : ମନ୍ତ୍ରୀ

ଭୁବନେଶ୍ୱର: ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ । ଇ-କେୱାଇସି କରିବାକୁ । ଯଦି ନକରନ୍ତି ତେବେ ରାଶନ କାର୍ଡ କଟାଯିବ ।…

ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କଲେ ମାଓବାଦୀ

ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲା ଅନ୍ତର୍ଗତ ପିଲୁର ଏବଂ ଟେକାମେଟା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି। ମାଓବାଦୀମା​‌ନେ ଗାଁକୁ…