July 2025

ସମୁଦ୍ର ଭିତରେ ପାକିସ୍ତାନ ଓ ତୁର୍କୀକୁ ଉଚିତ ଜବାବ ଦେଲା ଭାରତ

ନୂଆଦିଲ୍ଳୀ: ସମୁଦ୍ର ଭିତରେ ପାକିସ୍ତାନ ଓ ତୁର୍କୀକୁ ଉଚିତ ଜବାବ ଦେଇଛି ଭାରତ । ସାମୁଦ୍ରିକ ସୀମାରେ ଗ୍ରୀକ୍‌ ସେନା ସହ ମିଶି ଭାରତୀୟ ନୌସେନା ଯୁଦ୍ଧାଭ୍ୟାସ କରିଛି । ଏହାକୁ ନେଇ ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସ୍‌ ‘ରେ ଫଟୋ…

ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା, ଉଡାଣ କିଛି ସମୟରେ ଜଳିଗଲା ବିମାନ

ନୂଆଦିଲ୍ଲୀ: ଗୁଜରାଟର ଅହମ୍ମଦାବାଦ ଭଳି ଆଉ ଏକ ବିମାନ ଦୁର୍ଘଟଣା ଘଟିଛି । ଲଣ୍ଡନର ସାଉଥ୍‍ଏଣ୍ଡ ବିମାନବନ୍ଦରରୁ ଉଡାଣ ଭରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବିମାନଟି ସମ୍ପୂର୍ଣ୍ଣ ଜଳି ଯାଇଥିବା ସୂଚନା ମିଳିଛି…

ଗାଜାରେ ଇସ୍ରାଏଲର ପୁଣି ଆକ୍ରମଣ, ୧୦୦ ମୃତ

ଗାଜା : ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ ଜାଣି ରହିଛି । ଇସ୍ରାଏଲ ସେନାର ସଦ୍ୟତମ ବିମାନ ଆକ୍ରମଣରେ ରବିବାର ସକାଳଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ୧୦୦ପାଲେଷ୍ଟାଇନୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ରହିଥିବା ବେଳେ ୨୦୦ରୁ…

ଅସୀମ ଘୋଷ ହରିୟାଣା ଓ ଅଶୋକ ଗଜପତି ଗୋଆ ରାଜ୍ୟପାଳ ନିଯୁକ୍ତ, କବିନ୍ଦର ଗୁପ୍ତାଙ୍କୁ ଲଦାଖ ଦାୟିତ୍ଵ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଟି ରାଜ୍ୟର ରାଜ୍ୟପାଳ ଏବଂ ଏକ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି। ପୂର୍ବତନ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ପୁସାପତି ଅଶୋକ ଗଜପତି ରାଜୁଙ୍କୁ ଗୋଆର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବାବେଳେ…

୨୦୨୭ ଆର୍ଥିକ ବର୍ଷରେ ଲାଗୁ କରାଯାଇପାରେ ଅଷ୍ଟମ ବେତନ କମିଶନ

ନୂଆଦିଲ୍ଲୀ,୧୪।୭: ଦେଶର ୪୪ ଲକ୍ଷ ସରକାରୀ କର୍ମଚାରୀ ଏବଂ ୬୮ ଲକ୍ଷ ପେନସନଭୋଗୀ ଅଷ୍ଟମ ବେତନ କମିଶନ ଲାଗୁ ହେବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ବର୍ଷ ପ୍ରାରମ୍ଭରେ, କେନ୍ଦ୍ର କ୍ୟାବିନେଟ ଅଷ୍ଟମ ବେତନ କମିଶନ ଗଠନକୁ ଅନୁମୋଦନ…

ଆଜମ ଖାଁଙ୍କୁ ଝଟକା, ମାମଲା ସ୍ଥାନାନ୍ତରଣ ଆବେଦନ ଖାରଜ

ଲକ୍ଷ୍ନୌ: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ମହମ୍ମଦ ଆଜମ ଖାଁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ୨୦୦୭ ମସିହାରେ ଦିଆଯାଇଥିବା ଏକ କଥିତ ଉତ୍ତେଜନାପୂର୍ଣ୍ଣ ଭାଷଣ ମାମଲାରେ, ସେ ମାମଲାକୁ ଉତ୍ତର ପ୍ରଦେଶରୁ ଦିଲ୍ଲୀ ସ୍ଥାନାନ୍ତର କରିବାକୁ ଦାବି କରିଥିଲେ,…

ସେନାଶକ୍ତିକୁ ମଜଭୁତ କରିବା ପାଇଁ ଆଉ ପାଦେ ଆଗକୁ ବଢୁଛି ଦେଶ: ନିର୍ମାଣ କରିବ ସୁଇସାଇଡ୍ ଡ୍ରୋନ୍

ନୂଆଦିଲ୍ଳୀ: ଭାରତ ନିଜର ସେନାଶକ୍ତିକୁ ମଜଭୁତ କରିବା ପାଇଁ ଆଉ ପାଦେ ଆଗକୁ ବଢୁଛି । ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରତାର ଏକ ବଡ଼ ପଦକ୍ଷେପ ସ୍ୱରୂପ ଭାରତ ଏକ ଦୂରଗାମୀ ଆତ୍ମଘାତୀ ଡ୍ରୋନ୍ (ସୁଇସାଇଡ୍ ଡ୍ରୋନ୍) ନିର୍ମାଣ କରିବାକୁ ଯୋଜନା କରୁଛି…

ସବୁ ବିମାନର ଇନ୍ଧନ ସ୍ବିଚ୍ ଯାଞ୍ଚ ହେବ : ଡିଜିସିଏ

ନୂଆଦିଲ୍ଲୀ : ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ (ଏଏଆଇବି)ର ତଦନ୍ତ ରିପୋର୍ଟ ପରେ, ଭାରତର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (ଡିଜିସିଏ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଡିଜିସିଏ କହିଛନ୍ତି ଯେ ଦେଶରେ ଚାଲୁଥିବା ସମସ୍ତ ବିମାନଗୁଡ଼ିକର ଯାଞ୍ଚ ବାଧ୍ୟତାମୂଳକ ହେବ।…

ରାଧିକାଙ୍କ ମୃତ୍ୟୁପରେ ଲଭ୍ ଜିହାଦକୁ ନେଇ ପ୍ରିୟ ସାଙ୍ଗଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ: ଟେନିସ୍ ଖେଳାଳି ରାଧିକା ଯାଦବଙ୍କୁ ତାଙ୍କ ବାପା ଦୀପକ ଯାଦବ ଗୁରୁଗ୍ରାମରେ ଘର ଭିତରେ ଗୁଳି କରି ହତ୍ୟା କରିଥିଲେ। ଏହି ହତ୍ୟା ଘଟଣା ପରେ ଦୀପକଙ୍କୁ ପୁଲିସ ଗିରଫ କରିଥିଲା। କୋର୍ଟ ଦୀପକଙ୍କୁ ୧୪ଦିନ ପାଇଁ ନ୍ୟାୟିକ ହେପାଜତକୁ…

ମୁଁ ନିଜକୁ ମଧ୍ୟ ପକ୍ଷଭୁକ୍ତ କରୁଛି: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ଭୁବନେଶ୍ବର: ବାଲେଶ୍ଵର ଛାତ୍ରୀଙ୍କ ଘଟଣା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ପୀଡିତା ଏବେ କ୍ରିଟିକାଲ କେୟାର ସେଣ୍ଟରରେ ଅଛନ୍ତି। ମୁଁ ତାଙ୍କ ପରିବାରଙ୍କୁ ଭେଟିଲି । ଏହା ଅତି ଦୁର୍ଭାଗ୍ୟ ଜନକ ଘଟଣା। ପୀଡ଼ିତା ପରିବାରଙ୍କୁ…