କଙ୍ଗାରୁ କୋର୍ଟକୁ ନେଇ ମୁହଁ ଖୋଲିଲେ ଆଇନମନ୍ତ୍ରୀ: ଏଣିକି ମିଳିବ କଡ଼ା ଦଣ୍ଡ

ଭୁବନେଶ୍ୱର,୧୪।୭: ରାଜ୍ୟରେ ହେଉଥିବା କଙ୍ଗାରୁ କୋର୍ଟକୁ ନେଇ ଆଇନମନ୍ତ୍ରୀ ସୋମବାର ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଯୁବତୀଯୁବକଙ୍କୁ କଙ୍ଗାରୁ କୋର୍ଟକୁ ଟାଣିବା ଅତ୍ୟନ୍ତ ଅନୈତିକ କାମ। ଏହା ଏକ ଘୃଣ୍ୟ ପ୍ରଥା, ଆଇନ ହାତକୁ ନେଲେ ଦଣ୍ଡିତ ହେବେ। କଙ୍ଗାରୁ…

ଓଡ଼ିଶାରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି

ଭୁବନେଶ୍ୱର,୧୪।୭: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ଆକଳନ କରିଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ସୋମବାର ଆକଳନ କରିଛନ୍ତି। ଅବପାତ ଜନିତ ବର୍ଷା ବନ୍ୟା…

ଗୁପ୍ତେଶ୍ୱରରେ ୧୨ ହଜାରରୁ ଉର୍ଦ୍ଧ୍ବ କାଉଡ଼ିଆ: ପ୍ରଶାସନିକ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ବୈପାରିଗୁଡା: ଜୁଲାଇ ୧୪ ତାରିଖ ଶ୍ରାବଣ ମାସର ପ୍ରଥମ ସୋମବାରରେ ବୋଲବମ ଧ୍ୱନିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠ ପ୍ରକମ୍ପିତ ହୋଇଛି। ମହାଦେବଙ୍କୁ ଜଳାଭିଷେକ ନିମନ୍ତେ ଶୈବପୀଠରେ ବଡ଼ି ଭୋରରୁ ଭିଡ଼ ଦେଖିବାକୁ ମିଳିଥିଲା । ନୀତି ନିର୍ଘଣ୍ଟ ଅନୁଯାୟୀ,…

ପୂର୍ବ ସରକାରଙ୍କର ଭୁଲ୍ ପାଇଁ ନିଷ୍କାସନ ହୋଇ ପାରୁନି ବର୍ଷା ଜଳ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବ‌ର: ରାଜ୍ୟର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ବଢୁଛି। ସ୍ଥାୟୀ ସମାଧାନ ପାଇଁ ଏବେ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ବିଭିନ୍ନ ନଦୀର ଗତିପଥକୁ ସଫା କରିବା ପାଇଁ ସରକାର ଯୋଜନା କରୁଛନ୍ତି। ଖୁବଶୀଘ୍ର ସରକାର ନଦୀ ସଫେଇ ଅଭିଯାନ ଆରମ୍ଭ…

ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର, ଡାକ୍ତରଖାନାରେ ଭର୍ତ୍ତି

ଖଲ୍ଲିକୋଟ: ଯୌତୁକ ପାଇଁ ପେଟ୍ରୋଲ ଢାଳି ବୋହୂକୁ ଜାଳିଲେ ଶାଶୂ ଓ ଦିଅର। ବୋହୂ ଆରତୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବୋହୂ ଆରତୀ। ଖଲ୍ଲିକୋଟ କହ୍ନେଇପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସୂଚନା ଅନୁଯାୟୀ, ସ୍ବାମୀ ଆକାଶ…

ଏଫ୍‌ଏମ୍ କଲେଜର ନିଲମ୍ବିତ ଅଧ୍ୟକ୍ଷ ଗିରଫ

ଭୁବନେଶ୍ବର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷ ଗିରଫ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଗଠିତ ହୋଇଥିବା ଉଚ୍ଚସ୍ତରୀୟ…

ରେଭେନ୍ସା ଛାତ୍ର ମାନେ ଝାଡାବାନ୍ତିରେ ଆକ୍ରାନ୍ତ : ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଏହା ହଇଜା ନୁହେଁ, ଖାଦ୍ୟ ଯୋଗାଉଥିବା ଭେଣ୍ଡରକୁ ବରଖାସ୍ତ

କଟକ ୧୩।୭: କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନ୍ୟୁ ପିଜି ହଷ୍ଟେଲରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଛାତ୍ର ମାନେ ଏସସିବି ମେଡ଼ିକାଲରେ ଚିକିତ୍ସିତ ହେବା ପରେ ସରକାରଙ୍କ ନିଦ ଭାଙ୍ଗିଲା । ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଖାଦ୍ୟର ମାନ ଯାଞ୍ଚ କରିବା ପାଇଁ ନିୟୋଜିତ ହେଲେ ସାନିଟାରୀ ଇନ୍ସପେକ୍ଟର । ମେଡ଼ିକାଲରେ…

ନୈତିକତା ଦୃଷ୍ଟିରୁ ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ: କଂଗ୍ରେସ

ଭୁବନେଶ୍ବର: ଆତ୍ମାହୁତି ଉଦ୍ୟମ କରି ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ରବିବାର ସନ୍ଧ୍ୟାରେ ଭେଟିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସାଙ୍ଗକୁ…

RPFର ପ୍ରଥମ ମହିଳା ମହାନିର୍ଦ୍ଦେଶକ ନିଯୁକ୍ତ

ନୂଆଦିଲ୍ଲୀ: ରେଲଓ୍ବେ ସୁରକ୍ଷା ବଳ (RPF)ର ପ୍ରଥମ ମହିଳା ମହାନିର୍ଦ୍ଦେଶକ ହେଲେ ବରିଷ୍ଠ ଆଇପିଏସ ଅଧିକାରୀ ସୋନାଲି ମିଶ୍ରା । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ ନିଯୁକ୍ତିକୁ ମଞ୍ଜୁରୀ ଦେଇଛି। ୨୦୨୬ ଅକ୍ଟୋବର ୩୧ରେ ନିଜର ଅବସର ପର୍ଯ୍ୟନ୍ତ ସେ ଆରପିଏଫ୍‌…

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳର ପ୍ରତିବାଦ

ଭୁବନେଶ୍ବର ୧୩।୭: ବାଲେଶ୍ୱର ଫକୀରମୋହନ କଲେଜ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ପକ୍ଷରୁ ଜୋରଦାର ପ୍ରତିବାଦ କରାଯାଇଛି । ବାଲେଶ୍ୱର ଛାତ୍ରୀକୁ ନ୍ୟାୟ ଦେବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଓ କଲା ବିଜୁ ଛାତ୍ର ଓ ଯୁବ ଜନତା ଦଳ । ବିଜେଡି ବିଧାୟକ ବ୍ୟୋମକେଶ ରାୟ…