ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିବାର ଆଶଙ୍କା ଦେଖାଯାଇଛି। ବିଗତ ଦିନରେ ହୋଇଥିବା ଲଘୁଚାପ ପରେ ବର୍ଷା ଏବେବି ଜାରି ରହିଛି। ଏହାରି ମଧ୍ୟରେ ଆଗାମୀ ଦିନ ପାଇଁ ପାଣିପାଗ ବିଭାଗ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଆଞ୍ଚଳିକ…

ଅହମଦାବାଦ ବିମାନ ଦୁର୍ଘଟଣା : ରିପୋର୍ଟକୁ ନେଇ ପାଇଲଟ ସଂଘ କ୍ଷୁବ୍ଧ, କେମିତି ଲିକ୍‌ ହେଲା ରିପୋର୍ଟ

ନୂଆଦିଲ୍ଲୀ : ବିଶ୍ବକୁ ସ୍ତବ୍ଧ କରି ଦେଇଥିବା ଅହମଦାବାଦ ବିମାନ ଦୁର୍ଘଟଣା (ଜୁନ୍‌ ୧୨) ର ପ୍ରାରମ୍ଭିକ ତଦନ୍ତ ରିପୋର୍ଟକୁ ଶନିବାର ସାର୍ବଜନୀନ କରାଯାଇଛି। ୧୫ ପୃଷ୍ଠାର ଏହି ରିପୋର୍ଟରେ ବିମାନର ଇନ୍ଧନ ସ୍ବିଚ୍‌ ବନ୍ଦ ହେବା ଯୋଗୁଁ ଏହି ଦୁର୍ଘଟଣା…

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ନବନିର୍ମାଣ ଯୁବଛାତ୍ର ସଂଗଠନ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳର ସହକାରୀ ପ୍ରାଧ୍ୟାପକଙ୍କ ନିର୍ଯାତନା ଶିକାର ହୋଇ ଜଣେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ରାଜ୍ୟ ବିଜେପି ସରକାରର ଦାୟିତ୍ବହୀନତାକୁ ଦାୟୀ କରିଛି ନବନିର୍ମାଣ ଯୁବଛାତ୍ର ସଂଗଠନ। ରବିବାର ନବନିର୍ମାଣ ଯୁବଛାତ୍ର ସଂଗଠନର ରାଜ୍ୟ…

ଆଗାମୀ ୨୪ରୁ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ୯୫%ରୁ ଅଧିକ ପୋଡ଼ିଛି, ସ୍ଥିତିରେ କିଛି ସୁଧାର ଆସିନି : ଏମ୍‌ସ ନିର୍ଦ୍ଦେଶକ

ଭୁବନେଶ୍ବର : ଭୁବନେଶ୍ବର ଏମ୍‌ସରେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛି ବାଲେଶ୍ବର FM କଲେଜ ଛାତ୍ରୀ। ଗତକାଲି ତାଙ୍କୁ ବାଲେଶ୍ଵରରୁ ଆଣି ଏମସରେ ଭର୍ତ୍ତି କରାଯାଇଥିଲା। ଗତକାଲିଠୁ ଏମ୍‌ସରେ ଚିକିତ୍ସାଚାଲିଥିଲେ ବି ଛାତ୍ରୀ ଜଣଙ୍କର ଅବସ୍ଥାରେ କିଛି ସୁଧାର ଆସିନି।…

ଆରପାରିରେ ଲୋକପ୍ରିୟ ଅଭିନେତା କୋଟା ଶ୍ରୀନିବାସ ରାଓ

ଆଉ ନାହାନ୍ତି ଲୋକପ୍ରିୟ ଦକ୍ଷିଣ ଭାରତୀୟ ଅଭିନେତା ତଥା ପୂର୍ବତନ ବିଜେପି ବିଧାୟକ କୋଟା ଶ୍ରୀନିବାସ ରାଓ। ରବିବାର ହାଇଦ୍ରାବାଦର ଜୁବଲୀ ହିଲ୍ସସ୍ଥିତ ତାଙ୍କ ବାସଭବନରେ ୮୩ ବର୍ଷ ବୟସରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି…

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ଦୃଢ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ଏନସିଡବ୍ଲ୍ୟୁ ଅଧ୍ୟକ୍ଷ, ପହଞ୍ଚିଲେ କ୍ରାଇମବ୍ରାଞ୍ଚର ଓମେନ୍ସ ୱିଙ୍ଗ

ବାଲେଶ୍ବର : ବାଲେଶ୍ବର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାକୁ ଗମ୍ଭୀରତାର ସହ ନେଇଛି ଜାତୀୟ ମହିଳା କମିସନ । ଏହି ଘଟଣାକୁ ଏନସିଡବ୍ଲ୍ୟୁ ଅଧ୍ୟକ୍ଷ ବିଜୟା ରାହତକର ଘୋର ନିନ୍ଦା କରିଛନ୍ତି ।  ନିରପେକ୍ଷ ଓ ଧାର୍ଯ୍ୟ ସମୟ ମଧ୍ୟରେ ତଦନ୍ତ କରିବାକୁ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର: ଧିରେ ଧିରେ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ଏନେଇ ରବିବାର ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌ । ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ସକାଳ ୧୧ଟାରେ…

ଜୁଲାଇ ୧୫ରେ ମହାକାଶରୁ ଫେରିବେ ଶୁଭାଂଶୁ

ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲାଙ୍କ ୧୪ ଦିନିଆ ମହାକାଶ ମିସନ ଶେଷ ହୋଇଛି । ସେ ଆସନ୍ତା ମଙ୍ଗଳବାରଦିନ ଅର୍ଥାତ୍ ଜୁଲାଇ ୧୫ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ଭୂପୃଷ୍ଠ ପ୍ରତ୍ୟାବର୍ତ୍ତନ କରିବେ । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ରବିବାର ଆକ୍ସିଅମ୍-୪…

ରାୟଗଡା ପରେ କୋରାପୁଟରେ ପୁଣି କଙ୍ଗାରୁ କୋର୍ଟ, ଗୋଟିଏ ବଂଶରେ ପ୍ରେମ କରିବାରୁ ବଳଦ ଦଣ୍ଡ

ଲକ୍ଷ୍ମୀପୁର : କାଳେ କାଳେ ପ୍ରେମକୁ ନେଇ ପ୍ରଳୟ ଘଟିଛି । ପ୍ରେମ ପାଇଁ କେଉଁଠି ପରିବାରକୁ ଏକ ଘରିଆ କରାଯାଉଛି ତ କେଉଁଠି ହତ୍ୟା । ଏପରି ବହୁ ଅଘଟଣ ଘଟୁଛି ପ୍ରେମକୁ ନେଇ । କିଛି ଦିନ ତଳେ ରାୟଗଡ଼ା…

ରାଜ୍ୟରେ ପ୍ରଥମ: ସରକାରୀ ଗାଡି ଚଳାଇଲେ ମହିଳା ଡ୍ରାଇଭର

ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ସ୍ତରରେ ଜଣେ ମହିଳା ସରକାରୀ ଗାଡି ଡ୍ରାଇଭର ବନି ଇତିହାସ ରଚିଛନ୍ତି । ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ସରକାରୀ ଗାଡ଼ି ଚଲାଇ,ସରକାରୀ ଗାଡ଼ି ଚଲାଇଥିବା ଓଡ଼ିଶାର ପ୍ରଥମ ମହିଳା…