ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର ଠାବ, ବିପୁଳ ବିସ୍ଫୋରକ ଜବତ
ରାଉରକେଲା : ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର । ସର୍ଚ୍ଚ ଅପରେସନ ବେଳେ ୫ ବଙ୍କର ଠାବ ହୋଇଛି । ସରଣ୍ଡାରେ ମାଓବାଦୀ ବଙ୍କର ଭିତରେ ଗୋଳାବାରୁଦ ଗଛିତ ରଖିଥିବା ଗୁପ୍ତ ସୂଚନା ପାଇ ସର୍ଚ୍ଚ ଅପରେସନ୍…
ରାଉରକେଲା : ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ମାଓବାଦୀଙ୍କ ବଙ୍କର । ସର୍ଚ୍ଚ ଅପରେସନ ବେଳେ ୫ ବଙ୍କର ଠାବ ହୋଇଛି । ସରଣ୍ଡାରେ ମାଓବାଦୀ ବଙ୍କର ଭିତରେ ଗୋଳାବାରୁଦ ଗଛିତ ରଖିଥିବା ଗୁପ୍ତ ସୂଚନା ପାଇ ସର୍ଚ୍ଚ ଅପରେସନ୍…
ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି…
କିବ୍ : ୟୁକ୍ରେନ ଉପରେ ରୁଷ ପକ୍ଷରୁ ଏକ ବଡ଼ ଆକ୍ରମଣ କରାଯାଇଛି । ଏଥିରେ ୟୁକ୍ରେନର ବ୍ୟାପକ କ୍ଷୟକ୍ଷତି ହୋଇଛି ବୋଲି ୟୁକ୍ରେନୀୟ ବାୟୁସେନା କହିଛି । ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ଶୁକ୍ରବାର ରାତିରେ ରୁଷ…
ସମ୍ବଲପୁର : ସମ୍ବଲପୁରରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଜୁଏଲ ଓରାମ । ରୋଜଗାର ମେଳାରେ ଯୋଗ ଦେବା ପାଇଁ ପହଞ୍ଚିଛନ୍ତି ଜୁଏଲ ଓରାମ । ଏହି ଅବସରରେ ଜୁଏଲ କହିଥିଲେ ମୁଁ ଆଉ ନିର୍ବାଚନ ଲଢ଼ିବି ନାହିଁ । ଯୁବ ପିଢ଼ିକୁ…
ଭୁବନେଶ୍ବର: ଖୁବଶୀଘ୍ର ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ଛାତ୍ର ନେତାଙ୍କ ମଧ୍ୟରେ ଉତ୍କଣ୍ଠା ଜାରି ରହିଥିବା ବେଳେ ଏନେଇ ଏକ ତାରିଖ ସାମ୍ନାକୁ ଆସିଛି । କୁହାଯାଉଛି ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଗାମୀ ସେପ୍ଟେମ୍ବର ୨୫ କିମ୍ବା…
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ପୁଣି ଥରେ ଭାରତରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଏନେଇ ଚେତାବନୀ ଦେଇଛନ୍ତି ନେପାଳର ଜଣେ ଶୀର୍ଷ ଅଧିକାରୀ। ଜୈଶ-ଏ-ମହମ୍ମଦ ଏବଂ ଲସ୍କର-ଏ-ତୈବା ଭଳି ଆତଙ୍କବାଦୀ ଗୋଷ୍ଠୀ ଭାରତ…
ବାଲେଶ୍ଵର : ବାଲେଶ୍ଵର ଫକୀରମୋହନ ମେଡିକାଲ କଲେଜ୍ ଏବଂ ହସ୍ପିଟାଲ୍ ରେ ଚାକିରି ଦେବା ନାଁରେ ଠକେଇ । ଚାକିରି କରାଇ ଦେବାକୁ କହି ୬୦ ହଜାର ଓ ଜାଲ ନିଯୁକ୍ତିପତ୍ର ଦେଇ ନେଇଗଲେ ୧ଲକ୍ଷ ୫ ହଜାର ଟଙ୍କା ।…
ଭୁବନେଶ୍ୱର: ବାଂଲାଦେଶୀ ନାଗରିକ ଏବଂ ରୋହିଙ୍ଗ୍ୟା ସନ୍ଦେହରେ ଝାରସୁଗୁଡା ଜିଲ୍ଲାର ହୋଲ୍ଡିଂ ସେଣ୍ଟରରେ ଅଟକ ଥିବା ଆଉ ୧୦୧ ଜଣ ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ମୁକ୍ତ କରିଛି। ସୋମବାର ଠାରୁ ୪୪୭ ଜଣଙ୍କୁ ବାଂଲାଦେଶୀ ସନ୍ଦେହରେ ପୋଲିସ ଗିରଫ କରିଥିଲା। ୩୦୨…
ନୂଆଦିଲ୍ଲୀ ୧୨।୦୭; ଗୁରୁଗ୍ରାମର ରାଧିକା ଯାଦବ ହତ୍ୟା ମାମଲା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚା ପାଲଟିଛି। ଜଣେ ବାପା ଏତେ ଦକ୍ଷ ଝିଅକୁ କିପରି ହତ୍ୟା କରିପାରେ… ଏହା ସମସ୍ତଙ୍କ ମନରେ ପ୍ରଶ୍ନ। ଅଭିଯୁକ୍ତ ପିତା ଦୀପକ ଯାଦବ ପୋଲିସ ବର୍ତ୍ତମାନ…
ନୀଳଗିରି : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ । କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ ଘଟିଛି ଅଘଟଣ । ମୃତ ଶ୍ରମିକଙ୍କ ମଧ୍ୟରେ ୨ ଜଣ…