July 2025

ଅବୈଧ ପ୍ରେମ ପାଇଁ ହଳ କଲେ ପ୍ରେମୀ ଯୁଗଳ

ରାୟଗଡା : ଅବୈଧ ପ୍ରେମ ପାଇଁ ଲୋକହସା ହୋଇଛନ୍ତି ପ୍ରେମୀ ଯୁଗଳ । ଏପରିକି ଗ୍ରାମବାସୀ ଉଭୟଙ୍କୁ ଚାଷ ଜମିରେ ହଳ ବୁଲାଇଛନ୍ତି । ସୋସିଆଲ ମିଡିଆରେ ଖୁବ ଦ୍ରୁତ ଗତିରେ ମାଡି ଚାଲିଛି ଏହି ଖବର । ରାୟଗଡା ଜିଲ୍ଲାରେ…

‘ଅପରେସନ୍‌ ସିନ୍ଦୂର’ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ: ଡୋଭାଲ୍‌

ନୂଆଦିଲ୍ଲୀ: ‘ଅପରେସନ୍‌ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ ବୋଲି ପ୍ରଶଂସା କରି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଭାରତରେ ସମ୍ପତି କ୍ଷତିର ବିଦେଶୀ ଗଣମାଧ୍ୟମ ରିପୋର୍ଟକୁ ଖାରଜ କରିଛନ୍ତି।ପାକିସ୍ତାନର ମିସାଇଲ୍ ମାଡ଼ରେ ଭାରତର ଅନେକ କ୍ଷତି ହୋଇଥିବା…

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର: ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା । ଯେମିତି କୋକେଇ ଉଠିଲେ ବିଧାନ କରାଯାଏ । ଠିକ ସେମିତି ସମସ୍ତ…

ବୈତରଣୀରେ ବନ୍ୟା, ଦବିଗଲା ବ୍ରିଜ

ଯାଜପୁର ଜିଲ୍ଲା ଦେଇ ଯାଇଥିବା ବୈତରଣୀ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି । ବନ୍ୟାଜଳ ଅଧିକ ମାତ୍ରାରେ ଆସିବାରୁ ଚଇନିପୁର ପଣସା ପଞ୍ଚାୟତକୁ ସଂଯୋଗ କରୁଥିବା ପୋଲର ତିନୋଟି ସ୍ପାନ ଦବି ଯାଇଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଏହି…

ଚଳିତ ମାସ ପିଡିଏସରେ ମିଳିବ ଗହମ : ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ଚଳିତ ମାସ ପିଡିଏସରେ ମିଳିବ ଗହମ । ଯେତିକି ଗହମ ଆସିଥିଲା ହିତାଧିକାରୀଙ୍କୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ପରବର୍ତ୍ତୀ ସମୟରେ ପୁଣି କେନ୍ଦ୍ରରୁ ଗହମ ଆସିଲେ ଦିଆଯିବ। ଦ୍ଵିତୀୟ ପର୍ଯ୍ୟାୟ ସ୍ଥଗିତ ରଖାଯାଇଛି ବୋଲି ଖାଦ୍ୟ ଯୋଗାଣ…

ଜୁଲାଇ ୧୨ରେ ଓଡ଼ିଶା ଫେରିବେ ନବୀନ

ଭୁବନେଶ୍ୱର : ଆସନ୍ତା ୧୨ ତାରିଖରେ ଭୁବନେଶ୍ବର ଫେରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସର୍ଭାଇକାଲ ଆର୍ଥ୍ରାଇଟିସ ସର୍ଜରୀରୁ ସଂପୂର୍ଣ୍ଣ ସୁସ୍ଥ ହେବା ପରେ ଓଡ଼ିଶା ଫେରୁଛନ୍ତି । ଜୁଲାଇ ୭ତାରିଖରେ ମୁମ୍ବାଇର କୋକିଳାବେନ ଧୀରୁବାଇ ଅମ୍ବାନୀ ହସପିଟାଲରୁ ଡିସଚାର୍ଜ…

ମନୋଜ ମହାନ୍ତି ଓପିଏସସି ସଦସ୍ୟ ନିଯୁକ୍ତ

ଭୁବନେଶ୍ଵର: ଆଇଏଏସ ମନୋଜ କୁମାର ମହାନ୍ତି ଗୁରୁବାର ଓପିଏସସି ସଦସ୍ୟ ନିଯୁକ୍ତ ହୋଇଛନ୍ତି। ମନୋଜଙ୍କୁ ୬ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର। ଏହା ପୂର୍ବରୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ ମନୋଜ ମହାନ୍ତି।

ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ଏମସିଏଲ ଅଧିକାରୀ

ଭୁବନେଶ୍ବର/ସୁନ୍ଦରଗଡ଼: ୨୦ ହଜାର ଟଙ୍କା ଲାଞ୍ଚ ନେବା ମାମଲାରେ ଗିରଫ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍‌ (ଏମସିଏଲ୍‌)ର ସୁନ୍ଦରଗଡ଼ ଜିଲ୍ଲା ବସୁନ୍ଧରା କ୍ଷେତ୍ର ମୁଖ୍ୟ ପ୍ରବନ୍ଧକ (ଖଣି) ଅଖିଳେଶ ବର୍ମାଙ୍କୁ ସିବିଆଇ ଜେଲ୍‌ ପଠାଇଦେଇଛି। ସେ ୧୪ ଦିନିଆ ବିଚାର ବିଭାଗୀୟ…

ଓଏସସିଏସଏଲର ମୁଖ୍ୟ ସିଭିଲ୍ ସପ୍ଲାଏ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ଗଞ୍ଜାମର ଛତ୍ରପୁରରେ ରାଜ୍ୟ ସିଭିଲ୍ ସପ୍ଲାଏ କର୍ପୋରେସନ୍ ଲିମିଟେଡ୍ (ଓଏସସିଏସଏଲ)ର ମୁଖ୍ୟ ସିଭିଲ୍ ସପ୍ଲାଏ ଅଧିକାରୀ (ସିସିଏସଓ)-କମ୍-ଜିଲ୍ଲା ପରିଚାଳକ ପୁଷା ମୁଣ୍ଡାଙ୍କୁ ଗିରଫ କରିଛି। ବୁଧବାର ଦିନ ପୁଷା ତାଙ୍କ ଭଡ଼ା ଘରୁ ଅଫିସ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨ ଚାଷୀ ମୃତ

କଳାହାଣ୍ଡି : ଚାଷ ଜମିରେ ପାଣି ମଡାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀଙ୍କ ମୃତ୍ୟୁ l ମୃତକ ଦୁଇ ଚାଷୀ ହେଲେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ ପୋଡ଼ାଗୁଡା ଗାଁର ଚାଷୀ ଧନୁର୍ଯ୍ୟ ମଶ୍ରା ଓ କଛାରପଡା…