ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପରିଷଦ ଗୁଡିକୁ ସୁଦୃଢ଼ କରିବ ନୀତି ଆୟୋଗ ରୋଡମ୍ୟାପ୍
ନୀତି ଆୟୋଗ ଆଜି ନୂଆଦିଲ୍ଲୀରେ ରାଜ୍ୟ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ପରିଷଦକୁ ସୁଦୃଢ଼ କରିବା ପାଇଁ ଏକ ରୋଡମ୍ୟାପ୍ ଆରମ୍ଭ କରିଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଏବଂ ନୀତି…
