ଓଲିଉଡ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଭୁବନେଶ୍ୱର : ଓଡ଼ିଆ ଅଭିନେତା ପାର୍ଥ ସାରଥୀ ରାୟ ଗିରଫ ।  ପାର୍ଥସାରଥୀଙ୍କୁ ଗିରଫ କଲା ଭୁବନେଶ୍ବର ବଡ଼ଗଡ଼ ଥାନା ପୋଲିସ ।  ଅପହରଣ , ଟଙ୍କା ମାଗିବା, ହତ୍ୟା ଉଦ୍ୟମ, ବନ୍ଧୁକ ଦେଖାଇବା ଏବଂ ଆଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ…

ଚୀନ, ପାକିସ୍ତାନ, ବାଂଲାଦେଶ ମେଣ୍ଟ ଭାରତ ପାଇଁ ବିପଦ: ସିଡିଏସ୍

ନୂଆଦିଲ୍ଲୀ : ଭାରତର ତିନି ପଡ଼ୋଶୀ ଦେଶ ଚୀନ, ପାକିସ୍ତାନ ଓ ବାଂଲାଦେଶ ଉପରେ ଏକ ବଡ଼ ବୟାନ ଦେଇଛନ୍ତି ଭାରତର ପ୍ରତିରକ୍ଷା ମୁଖ୍ୟ (ସିଡିଏସ) ଜେନେରାଲ ଅନୀଲ ଚୌହାନ । ନିଜର ରଣନୈତିକ ସ୍ବାର୍ଥ ପାଇଁ ଏକାଠି ହେବା ଭାରତର…

ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା

ସମ୍ବଲପୁର: ହୀରାକୁଦର ପ୍ରଥମ ବନ୍ୟାଜଳ ମୁଣ୍ଡଳୀରେ ପହଞ୍ଚିବା ପରେ ଫୁଲୁଛି ମହାନଦୀ। ପ୍ରତି ସେକେଣ୍ଡରେ ମୁଣ୍ଡଳୀରେ ୪ ଲକ୍ଷ ୧୦ ହଜାର ୨୪୮ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଜି ମୁଣ୍ଡଳୀର ଅପ୍ ଷ୍ଟ୍ରିମରେ ଜଳସ୍ତର ୮୬.୭୦ ଫୁଟ୍ ରହିଛି। ମୁଣ୍ଡଳୀର…

ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର : ଆଜି ସୁଦ୍ଧା ଡ୍ରାଇଭର ମହାସଂଘଙ୍କ ସମସ୍ୟାର ସମାଧାନ ହେବ ବୋଲି କହିଛନ୍ତି ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ରାତି ସୁଦ୍ଧା ମହାସଂଘ ସହିତ ସରକାରଙ୍କ ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ ।…

ବିହାରରେ ଜାରି ରହିବ ଭୋଟର ତାଲିକା ସଂଶୋଧନ

ନୂଆଦିଲ୍ଲୀ : ବିହାରରେ ଭୋଟର ତାଲିକା ସମୀକ୍ଷା ଜାରି ରହିବ। ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟରୁ ସବୁଜ ସଙ୍କେତ ମିଳିଛି। ଗୁରୁବାର ଦିନ ହୋଇଥିବା ଶୁଣାଣିରେ ସୁପ୍ରିମକୋର୍ଟ ଏହି ପ୍ରକ୍ରିୟା ବନ୍ଦ କରିବାକୁ ମନା କରିଦେଇଥିଲେ। ସୁପ୍ରିମକୋର୍ଟ କହିଛନ୍ତି ଯେ ଗଣତାନ୍ତ୍ରିକ ପ୍ରକ୍ରିୟାକୁ…

ତରବରିଆ ହୋଇ କିଣନ୍ତୁ ନାହିଁ ପେଟ୍ରୋଲ : ସଞ୍ଜୟ ଲାଠ

ଭୁବନେଶ୍ୱର: ପେଟ୍ରୋଲ୍ ପମ୍ପ୍‌ରେ ତେଲ ସଙ୍କଟ ଆଶଙ୍କା ଟଳିଲା। ପେଟ୍ରୋଲିୟମ୍‌ ଡିଲର୍ ସଂଘ ସାଧାରଣ ସମ୍ପାଦକଙ୍କ ସୂଚନା। ୧୫୦ ପେଟ୍ରୋଲ୍ ଟ୍ୟାଙ୍କର ଆସି ପହଞ୍ଚଥିବା କହିଛନ୍ତି ସଞ୍ଜୟ ଲାଠ। ପେଟ୍ରୋଲ୍ ପମ୍ପ୍‌ରେ ତେଲ ସରିଯିବା ଆଶଙ୍କା ଆଉ ନାହିଁ। ପେଟ୍ରୋଲ୍ ପମ୍ପ୍‌ରେ…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର : ଆସୁଛନ୍ତି ରାଷ୍ଟ୍ରପତି ।  ଆସନ୍ତା ୧୪ ଓ ୧୫ରେ ଦୁଇ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ…

ଜେଲରୁ ବାହାରିଲେ ଜଗନ୍ନାଥ ପ୍ରଧାନ, ସ୍ଵାଗତ ସମ୍ଵର୍ଦ୍ଧନା ଜଣାଇଲେ ଦଳୀୟ ନେତା ଓ କର୍ମୀ

ଭୁବନେଶ୍ଵର: ଜେଲରୁ ବାହାରିଲେ ଜଗା ପ୍ରଧାନ ।  ବିଜେପି ବରିଷ୍ଠ ନେତା ଜଗା ପ୍ରଧାନ ଝାରପଡ଼ା ଜେଲରୁ ମୁକୁଳିଛନ୍ତି ।  ଜେଲ ସମ୍ମୁଖରେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକଙ୍କ ଭିଡ ଦେଖିବାକୁ ମିଳିଛି । ଗତ ୩୦ ତାରିଖରେ ବିଏମସି ଅତିରିକ୍ତ କମିଶନର ରତ୍ନାକର…

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡ଼ିରୁ ଜବତ ହେଲା ୩ ଲକ୍ଷ ଟଙ୍କା

ଛତ୍ରପୁର : ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କ ଘରେ ରେଡ୍ ହୋଇଛି ।  ଛତ୍ରପୁର ନିକଟ ଜାତୀୟ ରାଜପଥରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର ଭିଜିଲାନ୍ସ ବିଭାଗ…

ପୋଲ ଭୁଶୁଡ଼ିବା ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ:ମଝି ନଈରେ ଭାଙ୍ଗିଗଲା ପୋଲ। ଏଭଳି ଏକ ଦୁର୍ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଟ୍ରାଫିକ୍ ଜାମ ଥିବା ବେଳେ ଭୁଶୁଡି ପଡିଲା ପୋଲ। ଯେତେବେଳେ ପୋଲ ଉପରେ ପ୍ରବଳ ଲୋକଙ୍କ…