କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ

ନୂଆଦିଲ୍ଲୀ: କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତା ଦାଉଲାଲ ବୈଷ୍ଣବ ମଙ୍ଗଳବାର (ଜୁଲାଇ ୦୮, ୨୦୨୫) ସକାଳେ ଏମ୍ସ ହସ୍ପିଟାଲରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନ ଧରି ଶ୍ୱାସକ୍ରିୟା ସମସ୍ୟା ଯୋଗୁଁ ତାଙ୍କୁ ଯୋଧପୁର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ପଞ୍ଜାବ ସରକାରଙ୍କ ବଡ ଘୋଷଣା, ପ୍ରତ୍ୟେକ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା, ସରକାରୀ କର୍ମଚାରୀ ବି ପାଇବେ ସୁବିଧା

ନୂଆଦିଲ୍ଲୀ : ପଞ୍ଜାବବାସୀଙ୍କ ପାଇଁ ଏକ ବଡ ଖୁସି ଖବର । ପଞ୍ଜାବର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ୧୦ ଲକ୍ଷ ଟଙ୍କାର ବାର୍ଷିକ କ୍ୟାସ୍‌ଲେସ୍‌ ସ୍ୱାସ୍ଥ୍ୟ ବୀମାର ଲାଭ ମିଳିବ । ଏହାସହ ପଞ୍ଜାବ ଦେଶର ପ୍ରଥମ ରାଜ୍ୟ ହୋଇଛି, ଯେଉଁଠାରେ…

୯ ଜୁଲାଇରେ ଧର୍ମଘଟ କରିବେ ୨୫ କୋଟି କର୍ମଚାରୀ

ନୂଆଦିଲ୍ଲୀ,୮।୭: ବୁଧବାର ଦେଶର ୨୫ କୋଟିରୁ ଅଧିକ ଶ୍ରମିକ ଦେଶବ୍ୟାପୀ ଧର୍ମଘଟ କରିବାକୁ ପ୍ରସ୍ତୁତ ଅଛନ୍ତି। ଏଥିରେ ବ୍ୟାଙ୍କିଂ, ବୀମା, ଡାକ ସେବାଠାରୁ କୋଇଲା ଖଣି ପର୍ଯ୍ୟନ୍ତ କାମ କରୁଥିବା ଶ୍ରମିକ ସାମିଲ ହେବେ। ୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିଅନର ମିଳିତ…

ବିହାରରେ ମହିଳାଙ୍କ ପାଇଁ ୩୫% ସରକାରୀ ଚାକିରି ସଂରକ୍ଷଣ ଘୋଷଣା କଲେ ନୀତୀଶ

ପାଟନା,୮।୭: ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମହିଳା ଶକ୍ତି (ନାରୀ ଶକ୍ତି) ବୃଦ୍ଧି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି। ମଙ୍ଗଳବାର ସେ ଘୋଷଣା କରିଛନ୍ତି ଯେ, ବିହାରର ସ୍ଥାୟୀ ବାସିନ୍ଦା ଥିବା…

ବୋଇଂ 787-8 ଡ୍ରିମଲାଇନର ସବୁଠାରୁ ସୁରକ୍ଷିତ ବିମାନ ମଧ୍ୟରୁ ଗୋଟିଏ – ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୮।୭: ଅହମ୍ମଦାବାଦ ବିମାନ ଦୁର୍ଘଟଣା ସମ୍ପର୍କରେ ସଂସଦର ପବ୍ଲିକ ଆକାଉଣ୍ଟ୍ସ କମିଟି (PAC) ନିକଟରେ ଏୟାର ଇଣ୍ଡିଆ ତାର ଉତ୍ତର ଦାଖଲ କରିଛି। କମ୍ପାନୀ ବୋଇଂ 787-8 ଡ୍ରିମଲାଇନରକୁ ସମର୍ଥନ କରି କହିଛି ଯେ ଏହା ସବୁଠାରୁ ସୁରକ୍ଷିତ ବିମାନ ମଧ୍ୟରୁ…

ମୋଦିଙ୍କ ନାଁ ନେଇ କରାଯାଉଛି ବଡ଼ ସ୍କାମ: ହୋଇଯାନ୍ତୁ ସାବଧାନ

ନୂଆଦିଲ୍ଲୀ,୮।୭: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭାଇରାଲ ଭିଡିଓରେ ଦାବି କରାଯାଉଛି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ନିବେଶ ଯୋଜନାର ପ୍ରଚାର କରୁଛନ୍ତି, ଯେଉଁଥିରେ କେବଳ ୨୧,୦୦୦ ଟଙ୍କା ନିବେଶ କରି ପ୍ରତିଦିନ ୧.୨୫ ଲକ୍ଷ…

ମହାକାଶରେ ଶେଷ ସପ୍ତାହରେ ପାଦ ଦେଲେ ଶୁଭାଂଶୁ ଶୁକ୍ଳା

ନୂଆଦିଲ୍ଳୀ: ସ୍ପେସ୍ ଏକ୍ସର ଆକ୍ସିୟମ ମିଶନ-୪ର ସଫଳ ଉତକ୍ଷେପଣ ପରେ ମହାକାଶ ଯାଇଛନ୍ତି ଶୁଭାଂଶୁ ଶୁକ୍ଳା। ‌ଏବେ ମହାକାଶରେ ସେ ନିଜର ଶେଷ ସପ୍ତାହରେ ପାଦ ଥାପିଛନ୍ତି। ଆଜି ସେ ଦେଶ ସହ ଯୋଗାଯୋଗ କରିବେ ବୋଲି ସୂଚନା ରହିଛି। ଏବେ…

ଇରାନ ପରେ ରୁଷ ଉପରେ ବି କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଛନ୍ତି ଟ୍ରମ୍ପ

ନୂଆଦିଲ୍ଲୀ : ଇରାନ ପରେ ରୁଷ ଉପରେ ବି କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତ ହେଉଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଟ୍ରମ୍ପଙ୍କ ଶାନ୍ତି ପ୍ରସ୍ତାବକୁ ରୁଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଗ୍ରହଣ କରୁନଥିବାରୁ ସେ କ୍ଷୁବଧ ହୋଇଉଠିଛନ୍ତି । ଫଳରେ ସେ…

ପରସ୍ପରକୁ ଧକ୍କା ଦେଲା କନଭଏରେ ଯାଉଥିବା ଗାଡ଼ି, ୟୁପି ଶିକ୍ଷାମନ୍ତ୍ରୀ ଗୁରୁତର

ହାପୁର: ପରସ୍ପରକୁ ଧକ୍କା ଦେଲା କନଭଏରେ ଯାଉଥିବା ଗାଡ଼ି। ଗୁରୁତର ଆହତ ହେଲେ ଶିକ୍ଷାମନ୍ତ୍ରୀ। ଉତ୍ତରପ୍ରଦେଶର ହାପୁରରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ଶିକ୍ଷାମନ୍ତ୍ରୀ ଗୁଲାବୋ ଦେବୀ ଗୁରୁତର ହୋଇଥିବା ଜଣାଯାଇଛି। ଦୁର୍ଘଟଣା ପରେ ଏବେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…

ଭାରତୀୟ ବଂଶୋଦ୍ଭବ ବୈଭବ ତନେଜା ‘ଆମେରିକା ପାର୍ଟି’ର କୋଷାଧ୍ୟକ୍ଷ

ନୂଆଦିଲ୍ଲୀ: ଟେସଲାର ସିଏଫଓ (ମୁଖ୍ୟ ଆର୍ଥିକ ଅଧିକାରୀ) ବୈଭବ ତନେଜାଙ୍କୁ ଏଲୋନ୍ ମସ୍କଙ୍କ ନୂତନ ରାଜନୈତିକ ଦଳ ‘ଆମେରିକା ପାର୍ଟି’ରେ ଏକ ବଡ଼ ଦାୟିତ୍ୱ ମିଳିଛି। ମସ୍କ ବୈଭବ ତନେଜାଙ୍କୁ ଦଳର କୋଷାଧ୍ୟକ୍ଷ ଭାବରେ ବାଛିଛନ୍ତି। ଦି ୱାଲ ଷ୍ଟ୍ରିଟ୍ ଜର୍ଣ୍ଣାଲର…