ବିଦ୍ୟୁତ୍ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମାରିବା ଅଭିଯୋଗ; ୱାର୍ଡମେମ୍ବର ଅଟକ
ବାଲିପାଟଣା: ସୀମା ଟପିଲା ଅମାନୁଷିକତା। ବାଉଁଶମୂଳିରେ ବିଦ୍ୟୁତ ବିଭାଗର ଜଣେ କର୍ମଚାରୀଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଏହି ଘଟଣା ଆଦିବାସୀ ଅଧ୍ୟୁଷିତ କିମ୍ବା ଦୁର୍ଗମ ଅଞ୍ଚଳରେ ନୁହେଁ। ରାଜଧାନୀ ଉପକଣ୍ଠ ବାଲିପାଟଣା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ସମ୍ବେଦନଶୀଳ…
