July 2025

ପାକିସ୍ତାନର ପୋଲ୍ ଖୋଲିଲେ ତହୱୁର ରାଣା

ନୂଆଦିଲ୍ଲୀ,୭।୭: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ପାକିସ୍ତାନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ତହୱୁର କହିଛନ୍ତି ଯେ ସେ ପାକିସ୍ତାନୀ ସେନାର ସବୁଠାରୁ ବିଶ୍ୱସ୍ତ ଏଜେଣ୍ଟ ଥିଲେ। ସେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡ଼ଯନ୍ତ୍ରରେ…

ବାଦଲଫଟା ବର୍ଷାରେ ଭାସିଗଲା ବ୍ୟାଙ୍କ ଲକର

ମଣ୍ଡି: ହିମାଚଳ ପ୍ରଦେଶର ଅନେକ ଅଞ୍ଚଳରେ ବାଦଲ ଫଟା ବର୍ଷା ହେତୁ ପ୍ରବଳ କ୍ଷୟକ୍ଷତି ହୋଇଛି। ଏହାର ସର୍ବାଧିକ ପ୍ରଭାବ ମଣ୍ଡିରେ ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ବର୍ଷା ଯୋଗୁଁ ହୋଇଥିବା କ୍ଷୟକ୍ଷତିରେ ଏଯାବତ ୭୮ ଜଣଙ୍କର ମୃତ୍ୟୁ ହୋଇଥିବା…

ଦଲାଇ ଲାମାଙ୍କୁ ମିଳିବ ଭାରତ ରତ୍ନ ! ପ୍ରସ୍ତାବରେ ସ୍ବାକ୍ଷର କଲେ ୮୦ ସାଂସଦ

ନୂଆଦିଲ୍ଲୀ: ତିବ୍ବତୀୟ ବୌଦ୍ଧ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଦଲାଇଲାମା ଏବେ ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି। ଚର୍ଚ୍ଚାର କାରଣ ହେଉଛି ତାଙ୍କର ୯୦ ତମ ଜନ୍ମଦିନ ପାଳନ ଓ ଏହି ଅବସରରେ ଉତ୍ତରାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ ହେବ। ଉତ୍ତରାଧିକାରୀ ବଛା…

ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା

କଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ। ତେବେ କଟ୍ ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ଵ ବିଦ୍ୟାଳୟ। କଳାରେ ୮୧.୩୩ ପ୍ରତିଶତ, ବିଜ୍ଞାନରେ ୯୧.୮୩ ପ୍ରତିଶତ ଓ ବାଣିଜ୍ୟରେ ୮୦.୨୦ ପ୍ରତିଶତ କଟ୍ ଅଫ୍ ମାର୍କ…

ବଜ୍ରାଘାତରେ ଦୁଇ ଭାଇ ମୃତ

ଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି, ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଚଣ୍ଡିସାହି…

ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି – କେବଳ ଘୋଷଣା ବାକି !

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ଏହି…

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

ଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇର ଏକ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଡିସଚାର୍ଜ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ତାଙ୍କର ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ଗଣମାଧ୍ୟମକୁ…

ଜୟପୁର ନୀଳାଦ୍ରି ବିଜେରେ ବାଧା: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଟକିଲା ବଡ଼ରଥ, ପରେ ଛିଣ୍ଡିଲା ଦଉଡ଼ି

ଜୟପୁର, ୦୬/୦୭: ଆଜି ଜୟପୁରଠାରେ ମହାପ୍ରଭୁଙ୍କ ପବିତ୍ର ନୀଳାଦ୍ରି ବିଜେ ଯାତ୍ରା ସମୟରେ ଏକାଧିକ ବିଘ୍ନ ଦେଖାଦେଇଥିଲା। ମାଉସୀ ମା’ ମନ୍ଦିରରୁ ରତ୍ନ ସିଂହାସନ ଅଭିମୁଖେ ଆସୁଥିବା ବଡ଼ରଥଟି ପ୍ରଥମେ ଏକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଅଟକି ଯାଇଥିବା ବେଳେ,…

ଯାଜପୁର: NH -୧୬ରେ ଓଲଟିଲା ବସ୍‌; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଯାଜପୁର : ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍‌ଟି କଟକରୁ ବରୀ ଅଭିମୁଖେ ଯାଉଥିବା ବେଳେ ହଠାତ୍‌…

ମହାପ୍ରଭୁ ଇଚ୍ଛାକଲେ ତାଙ୍କ ଲାଗି ନୂଆ ଅଳଙ୍କାର ସମ୍ଭବ ହେବ – ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୬ା୭: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ନୂଆ ଅଳଙ୍କାର ପରିଧାନ କରାଇବା ନେଇ ଭକ୍ତଙ୍କ ମଧ୍ୟରେ ଦୀର୍ଘ ଦିନର ଆକାଂକ୍ଷା ଜାରି ରହିଥିବା ବେଳେ, ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର କହିଛନ୍ତି ଯେ, ଏହି…