July 2025

ଜନ୍ମଦିନ ଅବସରରେ ଦଲାଇ ଲାମା କହିଲେ, ‘ମୁଁ ଜଣେ ସାଧାରଣ ବୌଦ୍ଧ ଭିକ୍ଷୁ’

ନୂଆଦିଲ୍ଲୀ: ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା ଆଜି ୯୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ବିଶେଷ ଅବସରରେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ କାମନା…

ବନ୍ୟାଜଳରେ ଭାସିଗଲେ ୨୭ ଶିଶୁ, ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି

ଟେକ୍ସାସ : ଆମେରିକାର ଦକ୍ଷିଣ-କେନ୍ଦ୍ରାଞ୍ଚଳସ୍ଥିତ ଟେକ୍ସାସ ରାଜ୍ୟର କେର୍‌ କାଉଣ୍ଟିରେ ପ୍ରବଳ ବର୍ଷା ପରବର୍ତ୍ତୀ ବନ୍ୟା ଯୋଗୁ ସାଂଘାତିକ ଅବସ୍ଥା ସୃଷ୍ଟି ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ବର୍ତ୍ତମାନ ସୁଦ୍ଧା ୫୦ ଜଣଙ୍କ ମୃତ୍ୟୁ ଘଟିଛି। ୨୭ ଶିଶୁ ବନ୍ୟାଜଳରେ ଭାସିଯାଇ…

ଟ୍ରମ୍ପଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି

ନିୟୁର୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି ହୋଇଛି। ଟ୍ରମ୍ପ ଏବଂ ଦେଶର ପ୍ରଥମ ମହିଳା ତଥା ତାଙ୍କ ପତ୍ନୀ ଯେତେବେଳେ ସପ୍ତାହ ଶେଷରେ ଛୁଟି କାଟିବାକୁ ନ୍ୟୁଜର୍ସିସ୍ଥିତ ନିଜ ବ୍ୟକ୍ତିଗତ ଗଲ୍ଫ କୋର୍ସରେ ଥିଲେ…

ସରକାରୀ ବାସଭବନ ଛାଡୁନାହାନ୍ତି ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ଼, ସରକାରଙ୍କୁ ଚିଠି ଲେଖିଲା ସୁପ୍ରିମକୋର୍ଟ ପ୍ରଶାସନ

ନୂଆଦିଲ୍ଲୀ,୬ା୭: ସୁପ୍ରିମକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ସରକାରୀ ବାସଭବନରେ ଏପର୍ଯ୍ୟନ୍ତ ରହିବା ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ ପ୍ରଶାସନ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରଣାଳୟକୁ ଚିଠି ଲେଖି ଚନ୍ଦ୍ରଚୂଡ଼ଙ୍କୁ ବାସଭବନ ଖାଲି କରିବାକୁ ଅନୁରୋଧ…

ସେନା ଡାକ୍ତରଙ୍କ ଅବିଶ୍ୱସନୀୟ ସାହାଯ୍ୟ: ହେୟାର କ୍ଲିପ୍, ପକେଟ୍ ଛୁରୀରେ ରେଳ ପ୍ଲାଟଫର୍ମରେ ହେଲା ଶିଶୁକନ୍ୟାର ଜନ୍ମ

ଝାନ୍ସୀ,୬ା୭: ଝାନ୍ସୀ ରେଳ ଷ୍ଟେସନର ପ୍ଲାଟଫର୍ମରେ ଏକ ଅବିଶ୍ୱସନୀୟ ଘଟଣାରେ ଜଣେ ଯୁବ ସେନା ଡାକ୍ତର ହେୟାର କ୍ଲିପ୍ ଓ ପକେଟ୍ ଛୁରୀ ବ୍ୟବହାର କରି ଜଣେ ଗର୍ଭବତୀ ମହିଳାଙ୍କର ଶିଶୁକନ୍ୟାର ଜନ୍ମ ସଫଳତାର ସହ ସମ୍ପନ୍ନ କରାଇଛନ୍ତି। ଏହି ଘଟଣା…

ପହଲଗାମ ଆକ୍ରମଣ ନେଇ ବିଷ ଉଗାଳିଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ୍ ପହଲଗାମ ଆକ୍ରମଣକୁ ନେଇ ପୁଣି ଥରେ ଭାରତ ବିରୋଧରେ ବିଷ ଓଗାରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଭାରତ ଉତ୍ତେଜନା ଏବଂ ଶତ୍ରୁତାପୂର୍ଣ୍ଣ ମନୋଭାବ ବଢ଼ାଉଛି ଏବଂ ଆଞ୍ଚଳିକ ଶାନ୍ତିକୁ ନଷ୍ଟ କରିବା ପାଇଁ…

ଭୂକମ୍ପରେ ଥରିଲା ନେପାଳ, ଝଟକା ଲାଗିବା ପରେ ଭୟରେ ଘରୁ ବାହାରି ଆସିଲେ ଲୋକେ

କାଠମାଣ୍ଡୁ: ଭୂମିକମ୍ପରେ ଥରିଲା ନେପାଳ । ସକାଳେ ସକାଳେ ନେପାଳରେ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ଥିବା ବେଳେ ଆଜି ଭାରତୀୟ ସମୟ ସକାଳ ୮ଟା ୨୧ରେ ଏହି ଭୂକମ୍ପର ଝଟକା ନେପାଳକୁ ଲାଗିଛି ।…

ଆମ ସରକାରରେ ଯିଏ ଦୋଷ କରିବ ଦଣ୍ଡ ନିଶ୍ଚିତ ପାଇବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର ବ୍ୟାସନଗର ପୌରପାଳିକାରେ ସପ୍ତାହେ ତଳେ ନିର୍ବାହୀ ଅଧିକାରୀ (ଓଆର୍‌ଏସ୍‌)ଙ୍କୁ ତାଙ୍କ କାର୍ଯ୍ୟାଳୟରେ ବନ୍ଦ କରି ୮ ଘଣ୍ଟା ଧରି ଅଟକ ରଖିଥିଲେ ବିଜେଡି ନେତା। ଆଉ ବ୍ୟାସନଗର ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ଯେ ଆମ ସରକାରରେ ଯିଏ…

ଟ୍ରାଫିକ ପୋଲିସ ସାଜିଲେ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର,୬ା୭: ରାଜଧାନୀ ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ହେଲମେଟ ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ଅଭିଯାନରେ ବିଧାୟକ ମହାପାତ୍ର ଟ୍ରାଫିକ ପୋଲିସ ବେଶରେ ନିଜେ ଉପସ୍ଥିତ ରହି ଦୁଇ ଚକିଆ ଗାଡ଼ି ଚାଳକମାନଙ୍କୁ ହେଲମେଟ…

ଜଗନ୍ନାଥଙ୍କ ସପକ୍ଷରେ ଜୟ : ବହୁତ ଅଫିସରଙ୍କର ବିଜେଡ଼ି ହ୍ୟାଙ୍ଗଓଭର ଯାଉନାହିଁ

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର | ସେ କହିଛନ୍ତି ଯେ ଜଗନ୍ନାଥ ପ୍ରଧାନ କଣ କରିଥିଲେ? ଜଗନ୍ନାଥ…