ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ: କହିଲେ, ରଥଯାତ୍ରାକୁ ନେଇ କରାଯାଉଛି ରାଜନୀତି

ଭୁବନେଶ୍ଵର: ରଥଯାତ୍ରା ପ୍ରସଙ୍ଗରେ ବିରୋଧୀଙ୍କୁ ଆଇନମନ୍ତ୍ରୀଙ୍କ ଟାର୍ଗେଟ। ରଥଯାତ୍ରା ପ୍ରସତଙ୍ଗରେ ବିରୋଧୀଙ୍କ ଅଭିଯୋଗ ନେଇ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ। ସେ କହିଛନ୍ତି, ଯେଉଁମାନେ ଅକର୍ମା ଲୋକ ବୋଲି ନିଜକୁ ପ୍ରମାଣିତ କରିସାରିଛନ୍ତି ସେମାନେ ଅଧିକ କଥା…

ଆଜିଠୁ ଆରମ୍ଭ ହେଲା ଅମରନାଥ ଯାତ୍ରା

ଆଜିଠୁ ଆରମ୍ଭ ହୋଇଛି ଅମରନାଥ ଯାତ୍ରା। ପ୍ରଥମ ଦଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଜମ୍ମୁ ବେସ୍ କ୍ୟାମ୍ପରେ ପୂଜାର୍ଚ୍ଚନା ପରେ ଯାତ୍ରାର ଶୁଭାରମ୍ଭ ହୋଇଛି । ‘ହରହର ମହାଦେବ’ ଓ…

ସରକାରଙ୍କ କଥା ରଖିଲା ଓଆରଏସ୍‌ ସଂଘ, କେବଳ ରଥ ଓ ବନ୍ୟା ଡ୍ୟୁଟିରେ ଯୋଗଦେବେ

ଭୁବନେଶ୍ୱର: ଓଏଏସ୍‌ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇ ଛୁଟିରେ ଥିବା ଓଆରଏସ୍‌ ସଂଘ ଆନ୍ଦୋଳନରୁ ଓହ୍ଲାଇଛି।ରାଜସ୍ବ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ, ବନ୍ୟା ଡ୍ୟୁଟିରେ ଯୋଗଦାନ ନେଇ ସମ୍ମତି ଦେଇଛି ସଂଘ। ବୈଠକ ପରେ ନିଷ୍ପତ୍ତି ନେଇ ଅବଗତ କରାଇଛି ସଂଘ।…

୧୮ ହଜାର ଡେଟୋନେଟର ଓଡ଼ିଶା- ଝାଡ଼ଖଣ୍ଡ ସୀମାରୁ ଜବତ କଲେ ସୁରକ୍ଷାବାହିନୀ

ରାଉରକେଲା : ଏକ ବଡ଼ ଷଡ଼ଯନ୍ତ୍ରକୁ ପଣ୍ଡ କଲେ ସୁରକ୍ଷାବାହିନୀ ।  ଜବତ ହେଲା ୧୮ ହଜାର ଡେଟୋନେଟର ।  ସୁରକ୍ଷାବାହିନୀ ଦ୍ବାରା ୧୮ହଜାର ଡେଟୋନେଟର ଜବତ ହୋଇଛି ।  ଓଡ଼ିଶା- ଝାଡ଼ଖଣ୍ଡ ସୀମା ଜରେଇକେଲା ଥାନା ସରଣ୍ଡା ଜଙ୍ଗଲରୁ ଜବତ କରିଛନ୍ତି…

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା…

OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି।  ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ ।  OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ।  ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ…

ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ କୋଚ୍ ସଂଯୋଗ

ଭୁବନେଶ୍ୱର: ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ ପୂର୍ବ ତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନ ଦ୍ୱୟରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପର…

୮ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତେବେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଘାନାରୁ ଆରମ୍ଭ ହେବାକୁ ଥିବାବେଳେ ସେ ୫ଟି ଦେଶ ଗସ୍ତ କରିବେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ  ପ୍ରଥମ ଥାନା ଗସ୍ତ ଏବଂ ୩୦…

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କଲା ଓଏଏସ ସଂଘ

ଭୁବନେଶ୍ୱର : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ ପାଇଁ ଓଏଏସ ସଂଘର ଦୃଢ଼ ଦାବି ।  ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଏଏସ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି ।…

ଫୁଲୁଛି ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା: ବନ୍ୟା ମୁକାବିଲା ପାଇଁ ସଜାଗ ଅଛି ଓଡ୍ରାଫ ଟିମ୍

ଭୁବନେଶ୍ୱର: ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ…