July 2025

ପ୍ରେମିକା ପିଠିରେ ୨୦ ଛୁରୀ, ହତ୍ୟା ଘଟଣାର ସିନ୍ ରିକ୍ରିଏସନ କଲା ପୋଲିସ

ବ୍ରହ୍ମପୁର : ପ୍ରେମିକାକୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ କଲା ସିନ୍ ରିକ୍ରିଏସନ । ବ୍ରହ୍ମପୁର ଗେଷ୍ଟ ହାଉସରେ ପ୍ରେମିକା ପ୍ରିୟାଙ୍କୁ ପୁରୁଷ ବନ୍ଧୁ ଅଭୟ ୧୬ ଥର ଛୁରି ଭୁସି ହତ୍ୟା କରିଥିଲେ। ହତ୍ୟା ଘଟଣାରେ ଅଭିଯୁକ୍ତକୁ ନେଇ…

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା, ୪ ଓଡ଼ିଆ ମୃତ

ହାଇଦ୍ରାବାଦ\ଭୁବନେଶ୍ୱର: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ…

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଅଧିକାରୀ କହିଲେ- ଆଇନ ମୋତେ ନ୍ୟାୟ ଦେବ

ଭୁବନେଶ୍ବର: ମୋ ବିରୋଧରେ ସ୍ୱଚ୍ଛ ସାଥୀ ଆଣିଥିବା ଅଭିଯୋଗ ଭିତ୍ତିହୀନ। ଅଭିଯୋଗ ସମ୍ପୂର୍ଣ୍ଣ ମିଛ। ମୋତେ ଓ ମୋର ବ୍ୟକ୍ତିତ୍ଵକୁ ଲୋକ ଜାଣିଛନ୍ତି। ବହୁ ଲୋକ ମିଥ୍ୟା ଅଭିଯୋଗ ଆଣିବେ। କିନ୍ତୁ ଆଇନ ତା ବାଟରେ କାମ କରିବ। ଭୁବନେଶ୍ବର ମହାନଗର…

ପାଣିପାଗ: ଆହୁରି ୫ ଦିନ ଜାରି ରହିବ ବର୍ଷା, ଏସ୍‌ଆରସି ପକ୍ଷରୁ ପରାମର୍ଶ ଜାରି

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ଅଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପାଇଁ…

ସମ୍ବିଧାନ ବଞ୍ଚାଅ ସମାବେଶ: ପ୍ରସ୍ତୁତି ଜାରି; ଓଡ଼ିଶା ଆସିବେ ରାହୁଲଙ୍କ ସହ ଖଡ୍‌ଗେ

ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତସୂଚୀରେ ପରିବର୍ତ୍ତନ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ନାହିଁ। ଓଡ଼ିଶାକୁ ତାଙ୍କର ଗସ୍ତ ଆସନ୍ତା ୧୧ ତାରିଖରେ ହେବ। ଓଡ଼ିଶା ପ୍ରଦେଶ…

ବେଙ୍ଗାଲୁରୁ ଦଳାଚକଟା ଘଟଣା – ସରକାରଙ୍କ ନିଲମ୍ବନ ଆଦେଶ ରଦ୍ଦ କଲେ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍

ବେଙ୍ଗାଲୁରୁ : ଗତ ଜୁନ ମାସରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟା ଘଟଣାରେ ବରିଷ୍ଠ ଆଇପିଏସ୍ ଅଧିକାରୀ ବିକାଶ କୁମାରଙ୍କ ବିରୋଧରେ କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ ଆଜି କର୍ଣ୍ଣାଟକ ସରକାରଙ୍କ ନିଲମ୍ବନ ଆଦେଶକୁ ରଦ୍ଦ କରିଛନ୍ତି। ବିଚାରପତି ସନ୍ତୋଷ ମେହରା ଏବଂ ବିଚାରପତି…

ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ : କେନ୍ଦ୍ର କ୍ୟାବିନେଟ୍ ସମସ୍ତ କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି ଏବଂ ସାମାଜିକ ସୁରକ୍ଷା ପ୍ରଦାନ କରିବା ପାଇଁ ନିଯୁକ୍ତି-ସଂଯୁକ୍ତ ପ୍ରୋତ୍ସାହନ ଯୋଜନାକୁ ମଞ୍ଜୁରୀ ଦେଇଛି। ଏହାର ବିଶେଷ ଲକ୍ଷ୍ୟ ଉତ୍ପାଦନ କ୍ଷେତ୍ର ଉପରେ ରହିଛି। ଆଜି ନୂଆଦିଲ୍ଲୀରେ କ୍ୟାବିନେଟ୍ ନିଷ୍ପତ୍ତି…

ଜନ ଆନ୍ଦୋଳନ ପାଲଟିଛି ଡିଜିଟାଲ ଇଣ୍ଡିଆ – ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଡିଜିଟାଲ ଇଣ୍ଡିଆ ଏକ ଜନ ଆନ୍ଦୋଳନ ପାଲଟିଛି ଏବଂ ଏକ ଆତ୍ମନିର୍ଭର ଭାରତ ଗଠନ ଓ ଭାରତକୁ ବିଶ୍ୱର ଏକ ବିଶ୍ୱସ୍ତ ନବସୃଜନ ଅଂଶୀଦାର କରିବାରେ କେନ୍ଦ୍ରବିନ୍ଦୁ ପାଲଟିଛି। ଡିଜିଟାଲ ଇଣ୍ଡିଆ…

ଆଇଆଇଟି ବମ୍ବେରେ ପରିଚୟ ଲୁଚାଇ ୧୪ ଦିନ ରହିଲେ ନକଲି ଛାତ୍ର

ମୁମ୍ବାଇ: ନିଜକୁ ଆଇଆଇଟି ବମ୍ବେର ଛାତ୍ର ବୋଲି ଉପସ୍ଥାପନ କରି କଲେଜ କ୍ୟାମ୍ପସ୍‌ରେ ରହିଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ଗତ ସପ୍ତାହରେ ଗିରଫ କରାଯାଇଥିଲା। ଏବେ ତାଙ୍କୁ ଜେରା କରିବାରୁ ନୂଆ ନୂଆ ତଥ୍ୟ ସବୁ ହସ୍ତଗତ ହେବାରେ ଲାଗିଛି।…

ସମ୍ବଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ, ୭ ଦିନ ହେବ କାର୍ଯ୍ୟକ୍ରମ

ସମ୍ବଲପୁର: ଅଗଷ୍ଟ ୧ ତାରିଖରେ ସମ୍ବଲପୁରରେ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ସାମ୍ବାଦିକ ଭବନ ଠାରେ ସୋମବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରାରେ ଅଗଷ୍ଟ ୧ ତାରିଖରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ…