ବିଦ୍ୟାର୍ଥୀ ପାଇବେ ଗେରୁଆ ଆଇ-କାର୍ଡ, ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ କରାଯାଇଛି ଚିଠି
ଭୁବନେଶ୍ୱର : ସ୍କୁଲ ଛାତ୍ରଛାତ୍ରୀଙ୍କ ହାଉସ ୟୁନିଫର୍ମରୁ ହଟିଲା ସବୁଜ ରଙ୍ଗ । ଏଣିକି ବିଦ୍ୟାର୍ଥୀ ପାଇବେ ଗେରୁଆ ଆଇ-କାର୍ଡ । ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ (ପ୍ରଥମରୁ ଅଷ୍ଟମ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଏଥିରେ ଛାତ୍ରଛାତ୍ରୀଙ୍କ ନାମ, ଶ୍ରେଣୀ,…
